୧ମ କରନ୍ତିୟ 5:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ମାତର୍ ମର୍ କଇବାଟା ଅଇଲାନି, ଜନ୍ ବାଇ ମୁଇ ବିସ୍ବାସି ବଲି କଇକରି ବେବିଚାର୍ କାମ୍ କର୍ସି, କି କାଇଟା ଦେବାକେ ମିସା ଲବ୍ କର୍ସି, କୁଟ୍ କାତା କଇସି, ପୁତ୍ଲା ପୁଜା କର୍ସି, ବିନ୍ ଲକର୍ଟା ଦନ୍ଦିପନ୍ଦିକରି ନେଇସି, ଆରି ମାତୁଆଲ୍ ଅଇସି ବଇଲେ, ତାର୍ ସଙ୍ଗ୍ ମିସାନାଇ । ଏନ୍ତିକି ତାର୍ ସଙ୍ଗ୍ ମିସିକରି କାଇବାର୍ ମିସା ନାଇ । အခန်းကိုကြည့်ပါ။ |
ଅନନିୟ ଗାଲା ଆରି ସାଉଲ୍ ରଇବା ଗରେ କେଟ୍ଲା । ସାଉଲ୍କେ ବେଟ୍ଅଇ ତାର୍ ଉପ୍ରେ ଆତ୍ ସଙ୍ଗଇ ତାକେ କଇଲା, “ଏ ବାଇ ସାଉଲ୍, ଇତି ତର୍ଟାନେ ଆଇବାକେ ମାପ୍ରୁ ଜିସୁ ମକେ ପାଟାଇଆଚେ । ତୁଇ ଇତି ଆଇବା ବାଟେ ସେସେ ତକେ ଦେକାଇଅଇଲା । ତୁଇ ଜେନ୍ତିକି ଆରି ତରେକ୍ ଦେକି ପାରୁସ୍ ଆରି ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇପାରୁସ୍ । ସେଟାର୍ପାଇ ପର୍ମେସର୍ ମକେ ପାଟାଇଆଚେ ।”
ମାତର୍ ଜେ ମର୍ସଙ୍ଗ୍ ଆଇବାକେ ଡର୍ବାଇ, ଆରି ବିସ୍ବାସ୍ ନ କରତ୍, ଜାର୍ ଚଲାଚଲ୍ତି କାରାପ୍, ଜେ କି ନର୍ମାରୁମନ୍ ଆଚତ୍, ଜନ୍ ଲକ୍ମନ୍ କାରାପ୍ ରିତିନିତି ଅବିଆସ୍ କର୍ବାଇ, ଜନ୍ଲକ୍ମନ୍ ମଁତର୍ ଜଁତର୍ କର୍ବାଇ ଆରି ଜନ୍ ଲକ୍ମନ୍ ମିଚ୍ ଦେବ୍ତାମନ୍କେ ଜୁଆର୍ କର୍ବାଇ, ଆରି ଜେତ୍କି ସବୁ ମିଚୁଆମନ୍ ରଇବାଇ, ତାକର୍ ସେସର୍ ବେଲା ଏନ୍ତାରି ଅଇସି । ସେମନ୍କେ ଲାଗ୍ତେରଇବା ଗନ୍ଦ୍ଟାନେ ପିଙ୍ଗା ଅଇସି । ସେଟା ଅଇଲାନି ପଚର୍ ମରନ୍ ।