୧ମ କରନ୍ତିୟ 5:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ମୁଇ ଗାଗଡ୍ ଇସାବେ ତମର୍ ଟାନେ ନ ରଇଲେମିସା ସେନ୍ତି କର୍ବାର୍ ରଇଲା, ଏଲେ ମିସା ଆତ୍ମାଇ ତମର୍ ସଙ୍ଗ୍ ଆଚି । ଜେ କି ଏନ୍ତାର୍ କାମ୍ କରିଆଚେ, ମୁଇ ତେଇ ରଇଲା ପାରା, ବେସି ବଡ୍ ଦସ୍ କଲା ଲକ୍କେ ଡଣ୍ଡ୍ ଦେବାର୍ ଆଚେ ବଲି ମାପ୍ରୁ ଜିସୁକିରିସ୍ଟର୍ ନାଉଁ ଦାରି, ମୁଇ ବିଚାର୍ କରି ସାରାଇ ଆଚି । အခန်းကိုကြည့်ပါ။ |