୧ମ କରନ୍ତିୟ 5:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ଏନ୍ତାରି ଲକ୍କେ ତାର୍ ଗାଗଡ୍ କୁରୁପ୍ନାସ୍ ଅଇଜିବାକେ ସଇତାନର୍ ଆତେ ସର୍ପି ଦେବାର୍ ଆଚେ । ସେନ୍ତାର୍ କଲେ ମାପ୍ରୁ ଆରି ତରେକ୍ ଆଇବା ବେଲେ ତାର୍ ଆତ୍ମା ରକିଆ ପାଇପାର୍ସି । အခန်းကိုကြည့်ပါ။ |
ଜଦି ତମର୍ ସଙ୍ଗର୍ ବିସ୍ବାସି ବାଇ ପାପ୍କଲାନି ବଲି ଜାନ୍ଲେ, ଆରି ସେ ପାପ୍, ଲକ୍କେ ପର୍ମେସରର୍ ଟାନେଅନି ସବୁଦିନର୍ପାଇ ବେଗଲ୍ବା ପାରା ପାପ୍ ନଇଲେ, ସେ ଲକ୍କେ ରକିଆ କର ବଲି ତାକେ ଗୁଆରି କର୍ବାର୍ ଆଚେ । ଆରି ପର୍ମେସର୍ ସେ ଲକ୍କେ କେମାକରି ରକିଆ କର୍ସି । ଏଟା ଜେନ୍ତାରି ପାପ୍ ଜନ୍ଟା ମରନର୍ ବାଟେ ଲକ୍ମନ୍କେ ନ ଡାକିନେଏ, ସେନ୍ତାରି ପାପର୍ ପାଇ । ମାତର୍ ପର୍ମେସରର୍ ଟାନେଅନି ସବୁଦିନର୍ପାଇ ବେଗଲ୍ବା ପାରା ପାପର୍ ପାଇ, ତମେ ତାକେ ଗୁଆରି କରା ବଲି ମୁଇ କଇ ନାଇ ।