6 ଏନ୍ତାରି ଲକ୍କେ ତମର୍ ମଣ୍ଡଲିତେଇ ସଙ୍ଗଇକରି ଏନ୍ତି ବଡ୍ପନ୍ ଅଇବାଟା ବଲ୍ନାଇ । ମନେ ରକା କଣ୍ଡେକ୍ କମିରର୍ ଲାଗି, ଚକଟ୍ଲା ସବୁ ଗୁଣ୍ଡ୍ ଆମଟ୍ ଅଇଜାଇସି, ଏଟା କାଇ ତମେ ନାଜାନାସ୍ କି ?
ଜିସୁ ଆରି ତରେକ୍ ଏନ୍ତାରି କାତା କଇଲା, “ଗଟେକ୍ ମାଇଜି କଣ୍ଡେକ୍ କମିର୍ ନେଇ ଅଦ୍ବାସ୍ତା ଗୁଣ୍ଡ୍ଟାନେ ମିସାଇଦେଲା । ସମାନ୍ ବେଲାଇ ସବୁଜାକ ଗୁଣ୍ଡ୍ କମିର୍ତେଇ ମିସି ପୁଲ୍ଲା । ସରଗ୍ ରାଇଜ୍ ବଡ୍ବାଟା ମିସା ଏନ୍ତାରିସେ ।”
ସେଟା କମିର୍ ପାରା । ଜନ୍ଟା କି ଗଟେକ୍ ମାଇଜି ମାନେକ୍ ଗୁଣ୍ଡ୍ଟାନେ କଣ୍ଡେକ୍ କମିର୍ ପାକାଇ ଚକଟ୍ଲା ଆରି ସାରାସାରି ସେ କମିର୍, ଗୁଲାଇ ଗୁଣ୍ଡ୍ ଆମଟ୍ କରିଦେଲା ।
ଏଲେ ମିସା ତମେ ଜାନିଆଚାସ୍, ଜଦି ତମେ କାକେ ତର୍ ତଲେ ଆକା ମୁଇ ବଲି କଇକରି ତାର୍ ପୁରାପୁରୁନ୍ କାତାମାନ୍ସା ବଇଲେ, ତମେ ତାର୍ ଗେନ୍ଲା ଗତିଦାଙ୍ଗ୍ଡା । ଜଦି ପାପର୍ ଗତିଦାଙ୍ଗ୍ଡା ଅଇସା, ଏଟାର୍ ଦସା ଅଇସି ମରନ୍, ଜଦି ଦରମର୍ ବାଟେ ଇଣ୍ଡ୍ସା, ବଇଲେ ନ ସାର୍ବା ଜିବନ୍ ପାଇସା ।
ନାଡାଇ ଉଆନାଇ, କାରାପ୍ ଲକ୍ମନର୍ ସଙ୍ଗ୍, ସାଙ୍ଗ ଅଇଲେ ସେମନ୍ ତମର୍ ନିକ ଚଲାଚଲ୍ତି କର୍ବାଟା ନସାଇ ଦେବାଇ ।
ଆରି କେ ମିସା ଲକ୍ମନ୍ କରିରଇବା କାମ୍ଟାନେ ବଡ୍ପନ୍ ନ ଉଆ । ଏବେ ତମେ ସବୁ ବିସଇର୍ ଅଦିକାର୍ ପାଇଆଚାସ୍ ।
ଆରି ତମର୍ ବିତ୍ରେଅନି ଗଟେକ୍ ଲକ୍ ଏନ୍ତାରି କାମ୍ କଲାଆଚେ, ତେବେ ତମେ କାଇକେ ବଡ୍ପନ୍ ଦେକାଇଲାସ୍ନି ? ସେ କରିରଇବା ପାପ୍ କାମର୍ ଲାଗି ଲାଜ୍ ଅଇକରି ସେନ୍ତାରି ଲକ୍କେ ତମର୍ ବିତ୍ରେଅନି ବାର୍କରାଇ ଦେବାର୍ ରଇଲା ।
କାତାଇ ଆଚେ, ଚକ୍ଟି ରଇବା ସବୁ ଅଟାଗୁଣ୍ଡ୍ ପୁଲାଇବାକେ କଣ୍ଡେକ୍ସେ କମିର୍ ଲଡା ।
ତାକର୍ କାତା ଗାଗ୍ଡେ ଅଦିକ୍ ଅଦିକ୍ ଅଇବା ଗଟେକ୍ ଗାଉପାରା ଅଇ ଲକ୍ମନ୍କେ ନସାଇସି । ସେନ୍ତାରିସେ ଉମନାଅ ଆରି ପିଲିତ୍ ଲକ୍ମନ୍କେ ଏନ୍ତି ସିକିଆ ଦେଇ ବୁଲ୍ଲାଇନି ।
ମାତର୍ ତମେ ସେନ୍ତାରି କରାସ୍ ନାଇ । ଆଁକ୍ରିଆମନ୍ ଆରି ବଡ୍ପନ୍ କାତା କଉଁମନ୍ । ଏନ୍ତାରି ବଡ୍ପନ୍ କାତା କଇବାଟା ବୁଲ୍ଆଚେ ।