୧ମ କରନ୍ତିୟ 5:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ତମର୍ ବିତ୍ରେ ରଇବା ପାପର୍ ପୁର୍ନା କମିର୍ ପିଙ୍ଗିଦେଇ ପୁରାପୁରୁନ୍ ସୁକଲ୍ ଉଆ । ସେନ୍ତାର୍ କଲେ ତମେ କମିର୍ ନଇତେ ଚକଟ୍ଲା ନୁଆ ଗୁଣ୍ଡ୍ ପାରା ଅଇସା । ମୁଇ ଜାନି, ଏବେମିସା ତମେ ସେନ୍ତାରି ଆଚାସ୍ । ଆମର୍ ନିସ୍ତାର୍ ପରବ୍ ଦିନ୍ ତିଆର୍ ଅଇ ସାର୍ଲା ଆଚେ । ପରବର୍ ମେଣ୍ଡାପିଲା ନିଜେ କିରିସ୍ଟ ସର୍ପି ଅଇଆଚେ । အခန်းကိုကြည့်ပါ။ |