9 ମୁଇ ଆଗ୍ତୁ ବେସିଆମନର୍ ସଙ୍ଗ୍ ନ ମିସ୍ବାକେ ଚିଟି ଲେକିରଇଲି ।
ତାର୍ ଅରତ୍ ନଏଁ ଜେ ଏ ଜଗତେ ରଇବା ବେସିଆ, ଲବ୍ରା, ଚର୍ନା ଆରି ମୁର୍ତି ପୁଜା କର୍ବା ଲକର୍ ସଙ୍ଗ୍ ମୁଲ୍କେ ମିସା ନାଇ ବଲି । ଜଦି ସେନ୍ତାର୍ କଲେ ତମେ ଜଗତ୍ ଚାଡି ବାରଇଜିବାକେ ପଡ୍ସି ।
ଆରି ତମର୍ ବିତ୍ରେଅନି ଗଟେକ୍ ଲକ୍ ଏନ୍ତାରି କାମ୍ କଲାଆଚେ, ତେବେ ତମେ କାଇକେ ବଡ୍ପନ୍ ଦେକାଇଲାସ୍ନି ? ସେ କରିରଇବା ପାପ୍ କାମର୍ ଲାଗି ଲାଜ୍ ଅଇକରି ସେନ୍ତାରି ଲକ୍କେ ତମର୍ ବିତ୍ରେଅନି ବାର୍କରାଇ ଦେବାର୍ ରଇଲା ।
ତମର୍ ବିତ୍ରେ ରଇବା ପାପର୍ ପୁର୍ନା କମିର୍ ପିଙ୍ଗିଦେଇ ପୁରାପୁରୁନ୍ ସୁକଲ୍ ଉଆ । ସେନ୍ତାର୍ କଲେ ତମେ କମିର୍ ନଇତେ ଚକଟ୍ଲା ନୁଆ ଗୁଣ୍ଡ୍ ପାରା ଅଇସା । ମୁଇ ଜାନି, ଏବେମିସା ତମେ ସେନ୍ତାରି ଆଚାସ୍ । ଆମର୍ ନିସ୍ତାର୍ ପରବ୍ ଦିନ୍ ତିଆର୍ ଅଇ ସାର୍ଲା ଆଚେ । ପରବର୍ ମେଣ୍ଡାପିଲା ନିଜେ କିରିସ୍ଟ ସର୍ପି ଅଇଆଚେ ।
ତମେ ବିସ୍ବାସ୍ ନ କର୍ବା ଲକ୍ମନର୍ ସଙ୍ଗ୍ ମିସିକରି କାମ୍ କରାନାଇ । ସେ କାମ୍ କେବେମିସା ନ ଅଏ । କାଇକେବଇଲେ ସତ୍ ଆରି ମିଚ୍ ମିସାଇ ନ ଅଏ । ଉଜଲ୍ ଆରି ଆନ୍ଦାର୍ ନ ମିସତ୍ ।
ତେବେ ମାପ୍ରୁ କଇଲାନି, “ ଜନ୍ ଲକ୍ମନ୍ ମର୍ ସଙ୍ଗ୍ ଆସତ୍ ନାଇ, ସେ ମାନ୍ଦାଇ ଅନି ଚାଡି କରି ବେଗ୍ଲି ଉଟିଆସା । ସୁକଲ୍ ନ ରଇବା କାଇଟା ମିସା ଚିଆନାଇ । ସେନ୍ତାର୍ଆଲେ ମୁଇ ତମ୍କେ ଡାକିନେବି ।”
ଆନ୍ଦାରେ ରଇବା ଲକ୍ମନ୍ କର୍ବା କାଇ ମୁଲିଅ ନ ରଇବା କାମେ ମିସାନାଇ । ସେଟାମନ୍କେ କାଇ ମୁଲିଅ ନାଇ । ତାର୍ ବାଦୁଲେ ସେନ୍ତାରି କାରାପ୍ ଅଇବା କାମ୍ ନ ଲୁଚାଇ ଦେକାଇଦିଆସ୍ ।
ଏ ଚିଟିଲଗେ ତମ୍କେ ଜନ୍ କବର୍ପାଟାଇଲୁ ଆଚୁ, କେନ୍ତି ଆଲେ ତମର୍ ବିତ୍ରେଅନି କେ ମିସା ସେଟା ମାନ୍ବାକେ ମନ୍ ନ କରେ, ସେନ୍ତାରି ଲକ୍କେ ଚିନିରୁଆ ଆରି ତାର୍ସଙ୍ଗ୍ ମିସିବିଡି ରଇବାଟା ଚାଡି ଦିଆସ୍ ।
ଏ ବାଇବଇନିମନ୍, ଆମେ ତମ୍କେ ଆମର୍ ମାପ୍ରୁ ଜିସୁ କିରିସ୍ଟର୍ ନାଉଁ ଦାରି ଆଦେସ୍ ଦେଲୁନି । କନ୍ ବାଇ ମିସା ଆମର୍ଟାନେଅନି ପାଇରଇବା ସିକିଆ ଇସାବେ ମାନିକରି ବାଡୁଅଇକରି ଚଲାଚଲ୍ତି କର୍ସି ବଇଲେ, ତାର୍ଟାନେଅନି ବେଗ୍ଲି ଦିଆସ୍ ।