10 ଚର୍ନା ଅଇଲାନି, କି ଦନ୍ ଲବ୍ରା ଅଇଲାନି, ମାତୁଆଲ୍ କି ନିନ୍ଦା କର୍ବାଲକ୍ ଅଇଲାନି କି ଅଲ୍ଗା ଲକର୍ ଜିନିସ୍ ଚରାଇବା ଲକ୍ ଅଇଲାନି, ଏମନ୍ ପର୍ମେସରର୍ ରାଇଜେ ଜାଇ ନାପାରତ୍ ।
ବାଟ୍ପାଲି ଗଟେକ୍ ଡୁମ୍ରି ଗଚ୍ ରଇଲା । ଜିସୁ ସେ ଗଚ୍ ଲଗେ ଜାଇ ତେଇ ପତର୍ ରଇବାଟା ଚାଡି, ଆରି କାଇଟା ଦେକେ ନାଇ । ତେବେ ସେ ଗଚ୍କେ କଇଲା, “ତୁଇ ଆରି କେବେ ମିସା ପଲ୍ ନ ଦାରୁସ୍ !” ସେ ଦାପ୍ରେ ସେ ଡୁମ୍ରି ଗଚ୍ ସୁକିଗାଲା ।
“ଅଇରେ ଦରମ୍ ଗୁରୁମନ୍ ଆରି ପାରୁସିମନ୍ ! ସେସ୍ବେଲେ ତମର୍ ଦସା କେତେ ଅଦିକ୍ ଅଇସି ! ଏଇ ଟକାବଣ୍ଡା ଦଲ୍, ସରଗ୍ ରାଇଜେ କେଟ୍ବା ଦୁଆର୍ ତମେ ଡାବିଦେଇଆଚାସ୍ ! ନିଜେ ତେଇ କେଟାସ୍ ନାଇ ଆରି ଜନ୍ଲକ୍ମନ୍ ତେଇ କେଟ୍ବାକେ ମନ୍ କଲାଇନି, ସେମନ୍କେ ବାଟ୍ ଚାଡାସ୍ ନାଇ ।”
ଏଇ ସାଁପ୍ମନ୍ ! ବିସ୍ରଇବା ସାଁପର୍ କୁଟୁମର୍ ପାରା ଲକ୍ମନ୍, ତମେ କେନ୍ତି ନରକର୍ ଡଣ୍ଡେଅନି ରକିଆ ମିଲ୍ସି ବଲି ଆସା କଲାସ୍ନି ?
ଇସ୍କାରିୟତ୍ ଜିଉଦା ଗରିବ୍ ଲକ୍ମନର୍ପାଇ ଚିନ୍ତା କର୍ତେରଇଲାଜେ ଏନ୍ତି କଇଲା ବଲି ନାଇ, ମାତର୍ ସେ ଗଟେକ୍ ଚର୍ । ତାର୍ ଦାଇତେ ରଇଲା ଟାଙ୍ଗାମୁନା ଟାନେଅନି ସେ ନିଜର୍ ପାଇ କେତେକ୍ କେତେକ୍ ଲୁଚାଇ ନେଇତେରଇଲା ।
“ଏବେ ମୁଇ ତମ୍କେ ପରମେସର୍କେ, ଆରି ତାର୍ ଜିବନ୍ ଦୁକାଇବା ବାକିଅଟାନେ ସର୍ପି ଦେଲିନି । ସେ ବାକିଅ ତମ୍କେ ଡାଟ୍ କରାଇସି ଆରି ପରମେସରର୍ ଲକ୍ମନର୍ ପାଇ ଅଇବା ସବୁ ଆସିର୍ବାଦ୍ ତମ୍କେ ଦେଇପାର୍ସି ।
ଏ ବାଇବଇନିମନ୍, ମୁଇ କଇବା ଅରତ୍ ଅଇଲାନି ବନି ମାଉଁସ୍ ରଇବା ଗାଗଡ୍ ପର୍ମେସରର୍ ରାଇଜେ ମିସିନାପାରତ୍ । ଆରି ଜନ୍ ଗାଗଡ୍ ମର୍ବାଇ, ସେମନ୍କେ ନ ସାର୍ବା ଜିବନ୍ ଦେଇ ନଏଁ ।
ମାତର୍ ମର୍ କଇବାଟା ଅଇଲାନି, ଜନ୍ ବାଇ ମୁଇ ବିସ୍ବାସି ବଲି କଇକରି ବେବିଚାର୍ କାମ୍ କର୍ସି, କି କାଇଟା ଦେବାକେ ମିସା ଲବ୍ କର୍ସି, କୁଟ୍ କାତା କଇସି, ପୁତ୍ଲା ପୁଜା କର୍ସି, ବିନ୍ ଲକର୍ଟା ଦନ୍ଦିପନ୍ଦିକରି ନେଇସି, ଆରି ମାତୁଆଲ୍ ଅଇସି ବଇଲେ, ତାର୍ ସଙ୍ଗ୍ ମିସାନାଇ । ଏନ୍ତିକି ତାର୍ ସଙ୍ଗ୍ ମିସିକରି କାଇବାର୍ ମିସା ନାଇ ।
ଇଁସାତଲା ଅଇବାଟା, ମାତୁଆଲ୍ ଅଇବାଟା, ମଜାମଜ୍ଲିସ୍ ଅଇବାଟା, ଏ ସବୁ କାମ୍ମନ୍ ମୁଇ ଆଗ୍ତୁ ଜେନ୍ତି ତମ୍କେ କଇରଇଲି, ସେଟାର୍ ପାଇ ଆରିତରେକ୍ କଇଦେଲିନି ଜେ, ଜନ୍ ଲକ୍ମନ୍ ଏନ୍ତାରି କାମ୍ କର୍ବାଇ, ସେମନ୍ ପରମେସରର୍ ରାଇଜେ ପୁର୍ବା ଅଦିକାର ପାଇ ନାପାରତ୍ ।
ଜେ ଚରାଇତେ ରଇଲା, ସେ ଆରି ନ ଚର୍ ଅଅ । ମାତର୍ ନିଜେ ତାର୍ ଜିଉନା କାଉନାର୍ ପାଇ କାଇଆଲେ ନିକ କାମ୍ କର । ସେନ୍ତାର୍ଆଲେ ଅର୍କିତ୍ ଲକ୍ମନ୍କେ ଦେବାକେ ତାର୍ଟାନେ କାଇଟା ମିସା ରଇସି ।
ତମେ ଜାନ୍ବାର୍ ଆଚେ ଜେ, କେନ୍ତାରି ମିସା ବେସିଆ କାମ୍ କର୍ବା ଲକ୍, କି ସୁକଲ୍ ନ ଅଇଲା ଲକ୍, କି ଲବ୍ରା ଲକ୍ ପରମେସରର୍ ଆରି କିରିସ୍ଟର୍ ରାଇଜେ ରଇବା କାଇ ବିସଇ ମିଲାଇବାକେ ଅଦିକାର୍ ପାଇ ନାପାରତ୍ । ଗଟେକ୍ ଲବ୍ରା, ପୁତ୍ଲା ପୁଜା କର୍ବା ଲକର୍ ସଙ୍ଗ୍ ସମାନ୍ ।
ଜେ ଜଦି ଏ ବିସଇ ନ ମାନିକରି କନ୍ ବିସ୍ବାସି ବାଇକେ ମିସା ଅନିଆଇ କର୍ସି ବଇଲେ, ମାପ୍ରୁ ଏ ସବୁ ବିସଇ ନେଇ ଡଣ୍ଡ୍ ଦେଇସି । ଏ କାତା ଆମେ ପୁର୍ବେ ଜାନାଇଦେଇ ଆଚୁ ।
ତମର୍ ବିତ୍ରେ ଜଦି କେ ମିସା ନର୍ ମାର୍ଲାର୍ ପାଇ ନଇଲେ ଚର୍ ଅଇଲାର୍ ପାଇ କି ନିୟମ୍ ନ ମାନ୍ଲାର୍ପାଇ କି ବିନ୍ ଲକର୍ ବିସଇତେଇ ମୁଣ୍ଡ୍ ପୁରାଇଲାର୍ପାଇ ଦୁକ୍ କସ୍ଟ ପାଆନାଇ ।