୧ମ କରନ୍ତିୟ 6:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 କେତେଲକ୍ କଇବାଇ, ପେଟ୍ ଜଦି କାଦି କାଇବାକେ ମନ୍ କଲାନି ବଇଲେ କାଦି କାଇବାଟା ନିକ, । ମାତର୍ ମୁଇ କଇଲିନି, ପର୍ମେସର୍ ଗଟେକ୍ ଦିନ୍ ଏ ଦୁଇଟାକେ ମିସା କୁରୁପ୍ନାସ୍ କର୍ସି । ଗାଗଡ୍ ବେବିଚାର୍ କାମ୍ କର୍ବାକେ ନାଇ, ମାତର୍ ମାପ୍ରୁର୍ ସେବା କର୍ବାକେ ଲାଗ । ଗାଗଡ୍କେ ଦର୍କାର୍ ଅଇବାଟା ମାପ୍ରୁ ଜାଗାଇସି । အခန်းကိုကြည့်ပါ။ |
ସେଟାର୍ ପାଇ ଏ ବାଇବଇନିମନ୍, ଆମର୍ ଉପ୍ରେ ପରମେସରର୍ ବଡ୍ ଜିବନ୍ଦୁକାନିର୍ ଲାଗି, ତମ୍କେ ମୁଇ ବାବୁଜିଆ କଲିନି, ପରମେସରର୍ ଲଗେ ଗଟେକ୍ ବଲି ଇସାବେ ନିଜର୍ ଜିବନ୍ ସର୍ପିଦିଆସ୍ । ଏନ୍ତାରି ବଲି ଅଇବାଟା ମର୍ବାକେ ନଏଁ, ମାତର୍ ତାର୍ ସେବାକର୍ବାକେ ନିଜେ ସର୍ପି ଅଇବାଟା । ସେନ୍ତି ଅଇଲେ ପର୍ମେସର୍ ସାର୍ଦା ଅଇସି । ପର୍ମେସର୍କେ ଏ ରକାମ୍ ଉପାସନା କର୍ବାର୍ ଆଚେ ।