୧ମ କରନ୍ତିୟ 6:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ତମର୍ ଗାଗଡ୍ କିରିସ୍ଟର୍ ଗାଗ୍ଡେ ମିସିକରି ଆଚେ, ଏଟା କାଇ ତମେ ନାଜାନାସ୍ କି ? ତେବେ ମୁଇ କାଇ କିରିସ୍ଟର୍ ଗାଗଡର୍ ଗଟେକ୍ ବାଗ୍ ନେଇକରି ବେସିଆର୍ ଗାଗ୍ଡେ ମିସାଇବି କି ? ନାଇ, ସେନ୍ତାରି କେବେ ମିସା ନ ଅ । အခန်းကိုကြည့်ပါ။ |
କିରିସ୍ଟର୍ ବିସଇଟାନେ ରଇବା ସତ୍ ସିକିଆ ଚାଡିଦେଲାଇ ଆଚତ୍ । କିରିସ୍ଟ ଜେ କି ଗାଗଡର୍ ମୁଣ୍ଡ୍ ଅଇଆଚେ । ମୁଣ୍ଡ୍ ଜେନ୍ତାର୍କି ଗାଗଡ୍କେ ବାଟ୍ ଦେକାଇସି, ସେନ୍ତାରିସେ ତାର୍ ଲକ୍ମନ୍ ଗଟେକ୍ ଅଇରଇବାକେ କିରିସ୍ଟ ବାଟ୍ ଦେକାଇସି । ଗାଗଡର୍ ସନ୍ଦି ଆରି ଚିର୍ ଗାଗଡ୍କେ ଗଟେକ୍ କରି ସଙ୍ଗଇଲାପାରା । ଆରି ପର୍ମେସର୍ ମନ୍କଲାପାରା ସେଟା ବଡ୍ସି ।