16 ମାତର୍ ଜେ ବେସିଆ ସଙ୍ଗ୍ ମିସ୍ସି, ସେ ତାର୍ ସଙ୍ଗ୍ ଗଟେକ୍ ଗାଗଡ୍ ଅଇସି । ଏଟା ତମେ ନାଜାନାସ୍ କି ? କାଇକେବଇଲେ ଲେକା ଅଇଆଚେ, ସେ ଦୁଇଲକ୍ ଜାକ ଗଟେକ୍ ଅଇବାଇ ।
ସେ ଦୁଇଲକ୍ ଗଟେକ୍ ଅଇବାଇ, ଆରି ସେମନ୍ ଦୁଇଲକ୍ ଇସାବେ ନ ରଅତ୍, ମାତର୍ ଗଟେକ୍ ଲକ୍ ଇସାବେ ରଇବାଇ ।
ଏଦେ ସୁନା ! ଦିନେକ୍ ଆମେ ସରଗର୍ ଦୁତ୍ମନ୍କେ ବିଚାର୍ କର୍ବୁ । ତେବେ ଏ ଜିବନେ ଆଇବା ସାନ୍ ସାନ୍ ବିସଇ ବିଚାର୍ କର୍ବାକେ ଅଦିକ୍ ସଅଜ୍ ନଏଁ କି ?
ଏଟାର୍ପାଇ ଦରମ୍ ସାସ୍ତରେ ଲେକାଅଇଆଚେ ମୁନୁସ୍ ତାର୍ ନିଜର୍ ଆୟା ବାବାକେ ଚାଡି ନିଜର୍ ମାଇଜିର୍ ସଙ୍ଗ୍ ମିସି ଜାଇସି । ଆରି ସେ ଦୁଇଲକ୍ ମିସି ଗଟେକ୍ ଅଇବାଇ ।
ଜେରିକର୍ ନଅରେ ରଇବା ରାଆବ୍ ନାଉଁର୍ ଗଟେକ୍ ବେସିଆ ମାଇଜି, ତାର୍ ବିସ୍ବାସର୍ ଲାଗି ପର୍ମେସର୍କେ ନ ମାନିକରି ରଇବା ଲକର୍ ସଙ୍ଗ୍ ମରେନାଇ । ଇସ୍ରାଏଲର୍ କବର୍ ନେବା ଲକ୍ମନ୍ ଲୁଚ୍ତେ ନଅରେ ଆଇଲାବେଲେ ରାଆବ୍ ସେମନ୍କେ ସାଇଜ କଲା ।