୧ମ କରନ୍ତିୟ 6:18 - ସତିଅର୍ ବାଟ୍ ନୁଆ ନିୟମ୍ 202018 ବେବିଚାର୍ କାମେଅନି ଦୁରିକେ ରୁଆ । ଲକ୍ମନ୍ କାଇ ବିନ୍ ପାପ୍ କଲେ ମିସା, ସେଟା ତାର୍ ଗାଗଡର୍ ବିରୁଦେ ନଏଁ । ମାତର୍ ଜେ ବେବିଚାର୍ କାମ୍ କର୍ସି, ସେ ନିଜର୍ ଗାଗଡ୍ ବିରୁଦେ ପାପ୍ କର୍ସି । အခန်းကိုကြည့်ပါ။ |
ମୁଇ ଚିନ୍ତାଇ ଆଚି ଜେ, ମୁଇ ଆରିତରେକ୍ ଆଇଲାବେଲେ, ତମର୍ ମୁଆଟେ ମକେ ପର୍ମେସର୍ ଲାଜ୍ କରାଇସି । ଆରି ମୁଇ ବେସି ଦୁକ୍ ଅଇବି । କାଇକେବଇଲେ, ଆଗେ ଜେତ୍କି ଲକ୍ ପାପ୍ କରି ଆଚତ୍ ବଲି ମୁଇ ଜାନିଆଚି । ସେମନ୍ ଏବ୍କେ ଜାକ ତାକର୍ କାରାପ୍ ଚଲାଚଲ୍ତିର୍ ଲାଗି ମାନି ଅଅତ୍ ନାଇ । ଜନ୍ଟାକି ନିଜର୍ କାରାପ୍ ମନ୍ କଲା ଇସାବେ ବଁଚ୍ବାଟା ଆରି ବେସିଆ କାମ୍ କର୍ବାଟା ।