୧ମ କରନ୍ତିୟ 6:20 - ସତିଅର୍ ବାଟ୍ ନୁଆ ନିୟମ୍ 202020 କାଇକେବଇଲେ ପର୍ମେସର୍ ତମ୍କେ ଜବର୍ ଦାମ୍ ଦେଇକରି ଗେନିଆଚେ, ସେଟାର୍ ପାଇ ତମର୍ ଗାଗ୍ଡର୍ କାମ୍ ସଙ୍ଗ୍ ପର୍ମେସରର୍ ମଇମା କରା । အခန်းကိုကြည့်ပါ။ |
ସେଟାର୍ ପାଇ ଏ ବାଇବଇନିମନ୍, ଆମର୍ ଉପ୍ରେ ପରମେସରର୍ ବଡ୍ ଜିବନ୍ଦୁକାନିର୍ ଲାଗି, ତମ୍କେ ମୁଇ ବାବୁଜିଆ କଲିନି, ପରମେସରର୍ ଲଗେ ଗଟେକ୍ ବଲି ଇସାବେ ନିଜର୍ ଜିବନ୍ ସର୍ପିଦିଆସ୍ । ଏନ୍ତାରି ବଲି ଅଇବାଟା ମର୍ବାକେ ନଏଁ, ମାତର୍ ତାର୍ ସେବାକର୍ବାକେ ନିଜେ ସର୍ପି ଅଇବାଟା । ସେନ୍ତି ଅଇଲେ ପର୍ମେସର୍ ସାର୍ଦା ଅଇସି । ପର୍ମେସର୍କେ ଏ ରକାମ୍ ଉପାସନା କର୍ବାର୍ ଆଚେ ।
ପୁର୍ବେ ପର୍ମେସରର୍ ଲକ୍ମନର୍ ବିତ୍ରେ ମିଚ୍ କାତା କଇବା ବବିସତ୍ବକ୍ତାମନ୍ ମିସା ରଇଲାଇ । ସେନ୍ତାରିସେ ତମର୍ ବିତ୍ରେ ମିସା ମିଚ୍ ସିକାଉମନ୍ ରଇବାଇ । ପର୍ମେସରର୍ ବିସଇ ସେମନ୍ ମିଚ୍ଟା ସିକାଇବାଇ । ଜନ୍ ଲକ୍ମନ୍ ସେ କାତା ବିସ୍ବାସ୍ କର୍ବାଇ, ସେମନ୍ ବିନାସ୍ ଅଇଜିବାଇ । ସେମନ୍କେ ମୁକ୍ଲାଇଲା ନିଜର୍ ମୁକ୍ତିକାରିଆକେ ସେମନ୍ ଚାଡିଦେବାଇ । ସେନ୍ତାରି କଲାର୍ ପାଇ ପର୍ମେସର୍ ସେମନ୍କେ ଦାପ୍ରେ କୁରୁପ୍ନାସ୍ କର୍ସି ।