5 ମୁଇ ତମ୍କେ ଲାଜ୍କରାଇବାକେ ଏ କାତା ଲେକିଆଚି । ବିସ୍ବାସି ବାଇ ବାଇ ବିତ୍ରେ କିରମାର ଅଇଲାଟା ରାଜିନାମା କର୍ବାକେ ସତଇସେ ତମର୍ ବିତ୍ରେ ଗଟେକ୍ ମିସା ବୁଦି ରଇଲା ଲକ୍ ନାଇ କି ?
କେତେ ଦିନ୍ ଗାଲାପଚେ ପାକାପାକି ସଏ କଡେ ଲକ୍ ବିସ୍ବାସି ବାଇମନ୍ ରଇଲା ଗଟେକ୍ ସବାଇ, ପିତର୍ ଲକ୍ମନର୍ ମୁଆଟେ ଉଟି ଟିଆଅଇ କଇଲା,
ମାତର୍ ଅନନିୟ କଇଲା, “ମାପ୍ରୁ ଏ ଲକ୍ ଜିରୁସାଲାମେ ତମର୍ ଲକ୍ମନ୍କେ ଜେତ୍କି ପାପ୍ କାମ୍ କଲା ଆଚେ, ସେ ବିସଇ କେତେ କେତେ ଲକ୍ ମକେ ଜାନାଇ ଆଚତ୍ ।
ସେନ୍ତାରିସେ ଜଗତର୍ ଜାନ୍ବା ବିସଇ ନେଇକରି ମୁନୁସ୍ ପିଲା ଜଦି ମାଇଜିମନର୍ ପାରା ଚେଣ୍ଡି ବଡାଇରଇଲେ ସେଟା ଲାଜର୍ କାତା ।
ଟିକ୍ସଙ୍ଗ୍ ଚିନ୍ତା କରା । ତମର୍ ପାପର୍ ଚଲାଚଲ୍ତି କର୍ବାଟା ଚାଡିଦିଆସ୍ । କାଇକେବଇଲେ ପର୍ମେସର୍କେ ନାଜାନ୍ଲା କେତେକ୍ ଲକ୍ ତମର୍ ବିତ୍ରେ ଆଚତ୍ । ଏଟା ମୁଇ ତମ୍କେ ଲାଜ୍ କରାଇବାକେ କଇଲିନି ।
ନିଜ୍କେ ମିସା ନାଡାଇ ନ ଉଆ । ଜେ ଜଦି ମୁଇ ଜଗତର୍ ଇସାବେ ଗିଆନ୍ ରଇବାଲକ୍ ବଲି ମନେ ମନେ ବାବ୍ସି, ତେବେ ସେ ସତ୍ ଗିଆନ୍ ପାଇବାକେ ଆଲେ, କାଇଟା ନାଜାନ୍ଲା ବକୁଆ ଲକର୍ପାରା ଅଇବାର୍ ଆଚେ ।
ଆମେ କିରିସ୍ଟର୍ ଲାଗି ବକୁଆ ଲକ୍, ମାତର୍ ତମେ କିରିସ୍ଟର୍ ସଙ୍ଗ୍ ମିସ୍ଲାର୍ ପାଇ ବୁଦିରଇବା ଲକ୍ । ଆମେ ଦୁର୍ବଲ୍, ମାତର୍ ତମେ ବପୁରଇବା ଲକ୍, ତମ୍କେ ଲକ୍ମନ୍ ସନ୍ମାନ୍ ଦେଲାଇନି, ମାତର୍ ଆମ୍କେ ସନ୍ମାନ୍ ମିଲେନାଇ ।
ମୁଇ ତମ୍କେ ଲାଜ୍ କରାଇବାକେ ଏ ସବୁ ବିସଇ ଲେକିନାଇ, ମାତର୍ ତମ୍କେ ମର୍ ଆଲାଦର୍ ପିଲାଟକି ବଲି ଏତାଇ କରି ଚେତ୍ନା ଦେବାକେ, ଏ ସବୁ ଲେକ୍ଲିନି ।
ଜଦି ତମର୍ ବିତ୍ରେ ଗଟେକ୍ ବିସ୍ବାସି ବାଇକେ ଆରି ଗଟେକ୍ ବିସ୍ବାସି ବାଇର୍ ବିରୁଦେ କାତା ରଇଲେ, ସେଟା ବିଚାର୍ କର୍ବାକେ ବିସ୍ବାସ୍ ନ କଲା ବିଚାର୍କାରିଆର୍ ଲଗେ ଜାଆ ନାଇ । ତାର୍ ବାଦୁଲେ ବିସ୍ବାସିମନ୍ ସେଟା ବିଚାର୍ କରତ୍ ।
ଜଦି ବିନ୍ ବିସ୍ବାସି ମନର୍ ସଙ୍ଗ୍ ଲାଗାଜଡା ଅଇଲେ ରାଜିନାମା କର୍ବାକେ ତମର୍ ମଣ୍ଡଲି ବିତ୍ରେ ବିସ୍ବାସ୍ ଇସାବେ ସନ୍ମାନ୍ ନ ପାଇବା ଲକର୍ଟାନେ କାଇକେ ଗାଲାସ୍ନି ?
ମାତର୍ ତମର୍ ବିତ୍ରେ ଜଦି କାକେ ଗିଆନ୍ ଉନା ରଇ, ଗିଆନ୍ ପାଇବାର୍ଆଲେ ପର୍ମେସର୍କେ ମାଙ୍ଗା । ସେ ତାର୍ ଆତ୍ ମେଲାକରି, ଦସ୍ ନ ଦାରି ସବୁକେ ଦାନ୍ କର୍ସି ।