6 ଏଦେ ଦେକା ! ଏଟା କେନ୍ତାର୍ କଲାସ୍ନି ? ଗଟେକ୍ ବିସ୍ବାସି ବାଇ ଆରି ଗଟେକ୍ ବାଇର୍ ବିରୁଦେ ବିଚାର୍ନା ଗରେ ଗାଲାନି, ଆରି ସେ ବିଚାର୍ନା, ବିସ୍ବାସ୍ ନ କରୁମନ୍କେ ସର୍ପିଦେଲାସ୍ନି ।
ତାର୍ ଆର୍କର୍ ଦିନେ ଦୁଇଟା ଇସ୍ରାଏଲିଅ ମନ୍ ମାରାମାରି ଅଇତେରଇବାଟା ଦେକ୍ଲା । ଆରି ସେମନ୍ ମିସତ୍ ବଲି ବୁଜାଇବାକେ ଚେସ୍ଟା କଲା । ସେ କଇଲା, “ସୁନା ତମେ ଦୁଇ ଲକ୍ତା ଇସ୍ରାଏଲର୍ ବାଇବାଇ ଅଇସା । କାଇକେ ଏନ୍ତାରି ମାରାମାରି ଅଇଲାସ୍ନି ?”
ଜଦି ତମର୍ ବିତ୍ରେ ଗଟେକ୍ ବିସ୍ବାସି ବାଇକେ ଆରି ଗଟେକ୍ ବିସ୍ବାସି ବାଇର୍ ବିରୁଦେ କାତା ରଇଲେ, ସେଟା ବିଚାର୍ କର୍ବାକେ ବିସ୍ବାସ୍ ନ କଲା ବିଚାର୍କାରିଆର୍ ଲଗେ ଜାଆ ନାଇ । ତାର୍ ବାଦୁଲେ ବିସ୍ବାସିମନ୍ ସେଟା ବିଚାର୍ କରତ୍ ।
ତମେ ତମର୍ ତମର୍ ବିତ୍ରେ ଲାଗାଜଡା ଅଇକରି କରଟ୍ ଦୁଆର୍ ଜାକ ଗାଲାସ୍ନି । ଇତିଅନି ଜାନା ପଡ୍ଲାନିଜେ ମିସାବିଡାଟାନେ ପୁରାପୁରୁନ୍ ଆରି ଜାଇ ଆଚାସ୍ । ତମର୍ ପାଇ ଅନିଆଇ ମୁର୍ଚିକରି, କେତି ଅଇବାଟା ମୁର୍ଚିକରି ରଇଲେ ନିକ ଅଇତା ।
ତମେ ବିସ୍ବାସ୍ ନ କର୍ବା ଲକ୍ମନର୍ ସଙ୍ଗ୍ ମିସିକରି କାମ୍ କରାନାଇ । ସେ କାମ୍ କେବେମିସା ନ ଅଏ । କାଇକେବଇଲେ ସତ୍ ଆରି ମିଚ୍ ମିସାଇ ନ ଅଏ । ଉଜଲ୍ ଆରି ଆନ୍ଦାର୍ ନ ମିସତ୍ ।
କିରିସ୍ଟ ଆରି ସଇତାନ୍ କାଇ ବିସଇଟାନେ ମିସା ରାଜି ନ ଅଅତ୍ । ଗଟେକ୍ ବିସ୍ବାସ୍ କର୍ବା ଲକ୍ ଆରି ଗଟେକ୍ ବିସ୍ବାସ୍ ନ କର୍ବା ଲକ୍, ଗଟେକ୍ ଟାନେ ମିସିକରି ନ ରଅତ୍ ।
କେ ଜଦି, ତାର୍ ନିଜର୍ ଲକ୍ମନ୍କେ କି କୁଟୁମର୍ ଲକ୍ମନ୍କେ ଲଡାକେ ରଇବା ବିସଇ ନ ଦେଲେ, ସେ ଜନ୍ଟା ବିସ୍ବାସ୍ କଲିନି ବଲି କଇସି, ସେ ସତଇସେ ସେଟା ବିସ୍ବାସ୍ କରେନାଇ । ସେ ବିସ୍ବାସ୍ ନ କରିରଇବା ଲକର୍ଟାନେଅନି ଅଦିକ୍ ଇନ୍ ।