୧ମ କରନ୍ତିୟ 7:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 କାଇକେବଇଲେ ଜଦି ତମେ ଗଟେକ୍ ବିସ୍ବାସି ମାଇଜି, ବିସ୍ବାସ୍ ନ କର୍ବା ମୁନୁସ୍କେ ବିବା ଅଇଆଚାସ୍, ତର୍ ମୁନୁସ୍ ତର୍ ସଙ୍ଗ୍ ମିସ୍ଲାର୍ପାଇ ତାକେ ପର୍ମେସର୍ ତାର୍ ନିଜର୍ ସୁକଲ୍ ଲକ୍ କଲାଆଚେ । ସେନ୍ତାରିସେ ବିସ୍ବାସ୍ ନ କରିରଇବା ମାଇଜିକେ, ପର୍ମେସର୍ ଡାକ୍ଲା ଆଚେ । କାଇକେବଇଲେ ସେ ବିସ୍ବାସ୍ କର୍ବା ମନସ୍ ସଙ୍ଗ୍ ମିସ୍ଲା ଆଚେ । ଏନ୍ତାରି ନ ରଇଲେ ତମର୍ ପିଲାମନ୍ ବିସ୍ବାସ୍ ନ କର୍ବା ଲକର୍ ପିଲାମନର୍ପାରା ଅଇତାଇ । ମାତର୍ ଏବେ ସେମନ୍କେ ମିସା ପର୍ମେସର୍ ତାର୍ ନିଜର୍ ଲକ୍ କଲାଆଚେ । အခန်းကိုကြည့်ပါ။ |