୧ମ କରନ୍ତିୟ 7:25 - ସତିଅର୍ ବାଟ୍ ନୁଆ ନିୟମ୍ 202025 ଏବେ ମୁଇ ବିବା ନ ଅଇଲା ଦାଙ୍ଗ୍ଡାଦାଙ୍ଗ୍ଡି ବିସଇନେଇ ଲେକ୍ବି । ସେ ବିସଇନେଇ ମାପ୍ରୁର୍ ଲଗେଅନି କାଇ ଆଦେସ୍ ପାଇନାଇ । ମାତର୍ ପର୍ମେସର୍ ମକେ ଦୟା କରି ଗଟେକ୍ ସତ୍ଦରମ୍ ଲକ୍ ଇସାବେ ନିଜର୍ ମନର୍ କାତା କଇଲିନି । အခန်းကိုကြည့်ပါ။ |
ସେନ୍ତିସେ ତାର୍ ମନ୍ ଦୁଇବାଟେ ଜିକ୍ଟାନ୍ ଅଇଲାନି । ବିବା ନ ଅଇଲା ମାଇଜି କି ଦାଙ୍ଗ୍ଡି ମାପ୍ରୁର୍ କାମର୍ ବିସଇ ଚିନ୍ତା କର୍ସି । କାଇକେବଇଲେ ସେ ତାର୍ ଗାଗଡ୍ ଆରି ଆତ୍ମା ପର୍ମେସର୍କେ ସର୍ପି ଦେବାକେ ମନ୍ କର୍ସି । ମାତର୍ ବିବା ଅଇଲା ମାଇଜି ଏ ଜଗତର୍ ସବୁଦିନର୍ ବିସଇ ଚିନ୍ତା କର୍ସି । କାଇକେ ବଇଲେ ତାର୍ ମୁନୁସ୍କେ ସାର୍ଦା କର୍ବାକେ ସେ ବାବ୍ତେ ରଇସି ।