26 ଏବର୍ ଦୁକ୍ କସ୍ଟର୍ ବେଲା ଏତାଇଲେ, ମୁଇ ବାବ୍ଲିନି ଗଟେକ୍ ଲକ୍ ଜେନ୍ତାରି ଆଚେ, ସେନ୍ତାରିସେ ରଇବା ଦର୍କାର୍ ।
ସେଡ୍କିବେଲେ ଗାଗ୍ଡେ ରଇବା ମାଇଜିମନ୍ ଆରି ପିଲାକେ ଦୁଦ୍ କୁଆଇତେ ରଇବା ମାମନର୍ ଦସା କେଡେ ଇନସ୍ତା ଅଇସି ।
ସେ ଦିନ୍ମନ୍କେ ଗାଗ୍ଡେ ରଇବା ମାଇଜିମନ୍ ଆରି ଦୁଦ୍ କୁଆଇତେରଇବା ମାଆମନର୍ କେତେକ୍ ଦୁକର୍ ଦିନ୍ ଅଇସି । ଏ ଦେସର୍ ଲକ୍ମନ୍କେ ଅପର୍ବଲ୍ ଦୁକ୍ ଆଇସି ଆରି ସେମନ୍ ଡଣ୍ଡ୍ ପାଇବାଇ ।
ଏବେ ତମେ ଲେକ୍ଲାଟାନେ ଜନ୍ ସବୁ ବିସଇ ଆଚେ, ସେ ସବୁର୍ ଉତର୍ ମୁଇ ଦେବି । ତମେ ପାଚାରିରଇଲାସ୍ ବିସ୍ବାସିମନ୍ ବିବା ନ ଅଇବାଟା ନିକ କି ?
ତମେ କାଇ ମାଇଜି ସଙ୍ଗ୍ ବାନ୍ଦିଅଇ ଆଚାସ୍ କି ? ସେନ୍ତାର୍ଆଲେ ମୁକଲ୍ବାକେ ଚେସ୍ଟା କରାନାଇ । ତମେ କାଇ ବିବା ଉଆସ୍ ନାଇ କି ? ସେନ୍ତାର୍ଆଲେ ମାଇଜି କଜ୍ବାକେ ଚେସ୍ଟା କରାନାଇ ।
ଜଦି ତମେ ବିବାଅଇ ଆଚାସ୍, ବଇଲେ ତମେ ପାପ୍ କରାସ୍ ନାଇ । ଜଦି ଗଟେକ୍ ଦାଙ୍ଗ୍ଡି ବିବାଅଇସି, ସେ ମିସା ପାପ୍ କରେନାଇ । ମାତର୍ ବିବାଅଇଲା ଲକ୍ମନ୍ ଦୁକ୍ କସ୍ଟ ମୁର୍ଚିକରି ରଇବାକେ ପଡ୍ସି । ଏନ୍ତାରି ଦୁକ୍ କସ୍ଟର୍ ବେଲାଇ ସିତିଅନି ରକିଆ ପାଆ, ବଲିକରି ମୁଇ ମନ୍ କଲିନି ।
ଏବେ ମୁଇ ବିବା ନ ଅଇରଇବା, ଆରି ରାଣ୍ଡି ମାଇଜିମନ୍କେ କଇଲିନି, ତମେ ମର୍ ପାରା ଏକ୍ଲା ରଇଲେ ତମର୍ପାଇ ନିକ ଅଇସି ।
କାର୍ଲଗେଅନି ମିସା ମାପ୍ରୁର୍ ଦିନ୍ କେଟ୍ଲାବେ, ବଲିକରି ସୁନିଦେଇ କିଲ୍ବିଲ୍ ଉଆନାଇ । ଜଦି ସେ କବର୍ ଆମେ ବବିସତ୍କାତା କଇଲୁ କି ଜାନାଇଲୁ ନଇଲେ ଚିଟିଟାନେ ଲେକିଆଚତ୍ ବଲି ସୁନ୍ଲେ ମିସା ସେନ୍ତାର୍ ଉଆନାଇ ।
କାଇକେବଇଲେ ପର୍ମେସର୍ ସବୁ ଲକ୍କେ ବିଚାର୍ କର୍ବାଦିନ୍ ଲଗେ କେଟ୍ଲା ଆଚେ । ଆରି ସେ ତାର୍ ନିଜର୍ ଲକ୍କେ ପର୍ତୁମ୍ ବିଚାର୍ କର୍ସି । ଜଦି ସେଟା ଆମର୍ ସଙ୍ଗ୍ ଆରାମ୍ ଅଇଲେ, ତାର୍ ସୁବ୍ କବର୍ ଚାଡିଦେଲା ଲକ୍ମନର୍ ଦସା କେନ୍ତାର୍ ଅଇସି ?