27 ତମେ କାଇ ମାଇଜି ସଙ୍ଗ୍ ବାନ୍ଦିଅଇ ଆଚାସ୍ କି ? ସେନ୍ତାର୍ଆଲେ ମୁକଲ୍ବାକେ ଚେସ୍ଟା କରାନାଇ । ତମେ କାଇ ବିବା ଉଆସ୍ ନାଇ କି ? ସେନ୍ତାର୍ଆଲେ ମାଇଜି କଜ୍ବାକେ ଚେସ୍ଟା କରାନାଇ ।
ମାପ୍ରୁ ତମ୍କେ ଜନ୍ ଇସାବେ ଡାକିଆଚେ, ତମେ ସେ ଇସାବେ ରୁଆ ।
ଏବର୍ ଦୁକ୍ କସ୍ଟର୍ ବେଲା ଏତାଇଲେ, ମୁଇ ବାବ୍ଲିନି ଗଟେକ୍ ଲକ୍ ଜେନ୍ତାରି ଆଚେ, ସେନ୍ତାରିସେ ରଇବା ଦର୍କାର୍ ।
ଜଦି ତମେ ବିବାଅଇ ଆଚାସ୍, ବଇଲେ ତମେ ପାପ୍ କରାସ୍ ନାଇ । ଜଦି ଗଟେକ୍ ଦାଙ୍ଗ୍ଡି ବିବାଅଇସି, ସେ ମିସା ପାପ୍ କରେନାଇ । ମାତର୍ ବିବାଅଇଲା ଲକ୍ମନ୍ ଦୁକ୍ କସ୍ଟ ମୁର୍ଚିକରି ରଇବାକେ ପଡ୍ସି । ଏନ୍ତାରି ଦୁକ୍ କସ୍ଟର୍ ବେଲାଇ ସିତିଅନି ରକିଆ ପାଆ, ବଲିକରି ମୁଇ ମନ୍ କଲିନି ।