୧ମ କରନ୍ତିୟ 7:28 - ସତିଅର୍ ବାଟ୍ ନୁଆ ନିୟମ୍ 202028 ଜଦି ତମେ ବିବାଅଇ ଆଚାସ୍, ବଇଲେ ତମେ ପାପ୍ କରାସ୍ ନାଇ । ଜଦି ଗଟେକ୍ ଦାଙ୍ଗ୍ଡି ବିବାଅଇସି, ସେ ମିସା ପାପ୍ କରେନାଇ । ମାତର୍ ବିବାଅଇଲା ଲକ୍ମନ୍ ଦୁକ୍ କସ୍ଟ ମୁର୍ଚିକରି ରଇବାକେ ପଡ୍ସି । ଏନ୍ତାରି ଦୁକ୍ କସ୍ଟର୍ ବେଲାଇ ସିତିଅନି ରକିଆ ପାଆ, ବଲିକରି ମୁଇ ମନ୍ କଲିନି । အခန်းကိုကြည့်ပါ။ |