32 ମାତର୍ ତମେ ଏ ବିସଇନେଇ ତେରେପେତେ ଉଆନାଇ । ବିବା ନ ଅଇଲା ଲକ୍ମନ୍ ସବୁବେଲେ ମାପ୍ରୁର୍ ସେବା କାମ୍ କର୍ବାକେ ମନ୍ କର । କାଇକେବଇଲେ ମାପ୍ରୁକେ ସାର୍ଦା କରାଇବାଟା ତାର୍ ମୁକିଅ କାମ୍ ।
କାଟାବୁଟା କେନ୍ତାର୍କି ସାନ୍ ବୁଟାମନ୍କେ ଚାପି ଗିଲିଦେଇସି, ସେନ୍ତାରି ଏ ଜଗତର୍ ପାଇଟି କାବାଡ୍ ଆରି ଦନ୍କେ ଲବ୍ ଅଇକରି, କେତେକ୍ ଲକ୍ମନର୍ ଟାନେ କେଟିରଇବା ବାକିଅ ନସାଇଦେଇସି । ସେମନ୍ କାଟାବୁଟାଇ ଅଦର୍ଲା ବିଅନ୍ ପାରା । ସେମନର୍ କାଇ ପସଲ୍ ନ ପାଚାଅତ୍ ।
ସେନ୍ତାରି ଅଦେକ୍ ଲକ୍ମନ୍ ବିଅନ୍ ବୁନିରଇବା କାଟାଲାଟା ବୁଇଁ ପାରା ।
ଜେ ବୁତି ମିଲବଲି ମେଣ୍ଡା ଚାରାଇସି, ସେ ମେଣ୍ଡାମନ୍କେ ଚାଡି ଉଟିଜାଇସି । କାଇକେବଇଲେ ସେ ମେଣ୍ଡାମନର୍ ପାଇ ଚିନ୍ତା ନ କରେ ।
ମାତର୍ ଜେ ବିବାଅଇଆଚେ, ସେ ଏ ଜଗତର୍ ସବୁ ବିସଇନେଇ ଚିନ୍ତା କର୍ସି । କାଇକେବଇଲେ ସେ ତାର୍ ମାଇଜିକେ ସାର୍ଦାସଙ୍ଗ୍ ରକ୍ବାକେ ମନ୍ କର୍ସି ।
କାଇ ବିସଇ ନେଇକରି ମିସା ଚିନ୍ତା କରି ଦାନ୍ଦା ଉଆନାଇ । ତାର୍ ବାଦୁଲେ ସବୁ ଗଟ୍ନା ଅଇଲା ବେଲେ, ତମ୍କେ ଜାଇଟା ଲଡା ଆଚେ, ସେ ବିସଇ ପର୍ମେସର୍କେ ଗୁଆରି କରା । ଆରି ପାର୍ତନା କଲାବେଲେ, ତାକେ ଦନିଅବାଦ୍ ମିସା ଦିଆସ୍ ।
ଜନ୍ ରାଣ୍ଡିମାଇଜି ଜାକେ କି ଆକାସାକା ନାଇ, ସେ ପର୍ମେସର୍କେ ଆସାକରିଆଚେ, ସେ ଦିନ୍ରାତି ତାକେ ଗୁଆରିକଲାନି, ତାକେସେ ମଣ୍ଡଲିର୍ ବିସ୍ବାସିମନ୍ ଜତନ୍ କର୍ବାର୍ ଆଚେ ।