୧ମ କରନ୍ତିୟ 7:35 - ସତିଅର୍ ବାଟ୍ ନୁଆ ନିୟମ୍ 202035 ଏ କାତା ମୁଇ ତମ୍କେ ନିଜର୍ ମଙ୍ଗଲର୍ ପାଇ କଇଲିନି । ତମ୍କେ ଆଦେସ୍ ମାନ୍ବାକେ ଦେଇ ନାଇ ମାତର୍ ତମେ ଜେନ୍ତିକି ସତ୍ ବାବେ ଚଲାଚଲ୍ତି କରି ଏନେତେନେ ଚିନ୍ତା ନ ଅଇକରି ପୁରାପୁରୁନ୍ ବାବେ ମାପ୍ରୁକେ ସର୍ପି ଅଇବାକେ କଇଲିନି । အခန်းကိုကြည့်ပါ။ |
ବେବିଚାର୍ କାମ୍ କରି ପାପ୍ କର୍ବାଇ, ମୁନୁସ୍ମୁନୁସ୍ ବିତ୍ରେ ଆରି ମାଇଜିମାଇଜି ବିତ୍ରେ ବେବିଚାର୍ କାମ୍ କର୍ବା ଲକ୍ମନର୍ପାଇ, ଗତିଦାଙ୍ଗ୍ଡା ଇସାବେ ଲକ୍ମନ୍କେ ବିକ୍ବା ସାଉକାର୍ ମନର୍ପାଇ, ଜନ୍ ଲକ୍ ସତ୍ କଅତ୍ନାଇ, ସତ୍ସେ କଇବି ବଲି କାତା ଦେଇରଇକରି ମିଚ୍ କଇବା ଲକ୍ମନର୍ପାଇ ଆରି ପର୍ମେସରର୍ ବିସଇଟାନେ ରଇବା ସତ୍ ସିକିଆ ବିରୁଦେ ଜେତ୍କି ସବୁ କାତା ଉଟ୍ସି, ସେ ସବୁର୍ପାଇ ।