୧ମ କରନ୍ତିୟ 7:36 - ସତିଅର୍ ବାଟ୍ ନୁଆ ନିୟମ୍ 202036 କନିଆ ମାଙ୍ଗ୍ନି ଅଇଲାପଚେ ଜଦି ଜନ୍ ମନସ୍ ତାର୍ ମାଙ୍ଗ୍ଲା ମାଇଜି ସଙ୍ଗ୍ ଟିକ୍ସଙ୍ଗ୍ ଚଲାଚଲ୍ତି କରି ନାପାର୍ଲାନି ଆରି ତାର୍ ଲାଲ୍ସା ସେ କନିଆ ଉପ୍ରେ ବଡିଗାଲାନି, । ତାର୍ ଇସାବେ ବିବା ଅଇବାର୍ ଆଚେ ଆକା ବଇଲେ, ସେ ବିବା ଅଇ ପାରେ । ଏଟାର୍ପାଇ କାଇ ପାପ୍ ନାଇ । အခန်းကိုကြည့်ပါ။ |