39 ମୁନୁସ୍ ଜିବନ୍ ରଇବା ଜାକ, ମାଇଜି ବାନ୍ଦି ଅଇରଇସି । ଜଦି ମୁନୁସ୍ ମରିଜାଇସି, ତେବେ ମାଇଜି ମାପ୍ରୁକେ ବିସ୍ବାସ୍ କର୍ବା ଲକ୍କେ, କାକେ ମିସା ବିବା ଅଇପାର୍ସି ।
ମାତର୍ ବିବା ଅଇବା ବିସ୍ବାସିମନ୍କେ ମୁଇ ଆଦେସ୍ ଦେଲିନି, ମୁଇ ଦେଇ ନାଇ ମାତର୍ ମାପ୍ରୁ ଦେଲାନି । ଜଦି ତମେ ଗଟେକ୍ ବିବାଇ ମାଇଜି, ସେନ୍ତାର୍ ଆଲେ ମୁନୁସ୍କେ ଚାଡି ବିନେ ନ ରୁଆ ।
ସେ ଜାଇଟା ମିସା ଅ, ଜଦି ଗଟେକ୍ ବିସ୍ବାସ୍ ନ କଲା ଲକ୍ ତାର୍ ବିସ୍ବାସି ମାଇଜି କି ମୁନୁସର୍ ଟାନେଅନି ବିନେ ଅଇବାକେ ମନ୍ କଲାନି ବଇଲେ, ସେ ବିନେ ଅ । ଏନ୍ତାରି ଅଇଲେ କିରିସ୍ଟକେ ବିସ୍ବାସ୍ କର୍ବା ମାଇଜି କି ମୁନୁସ୍ ବିବା ବନ୍ଦ୍ନେ ଅନି ମୁକ୍ଲି ଆଚେ । ପର୍ମେସର୍ ତମ୍କେ ସାନ୍ତିସଙ୍ଗ୍ ମିସି ବିଡି ଜିଇବାକାଇବାକେ ଡାକ୍ଲା ଆଚେ ।
ତେବେ ଜାକେ ଡିଣ୍ଡା ଟକିର୍ ମାଙ୍ଗ୍ନି ଅଇଲା ଆଚେ, ସେ ଟିକ୍ କାମ୍ କଲାନି, ମାତର୍ ଜେ ବିବା ନ ଅଏ, ସେ ତାର୍ ତେଇଅନି ଅଦିକ୍ ନିମାନ୍ କାମ୍ କଲାନି ।