6 ଏ ବିସଇ ମୁଇ ତମ୍କେ ଜେତ୍କି କଇଲି ଆଚି, ସେଟା ଆଦେସ୍ ଦେଲା ପାରା କଇନାଇ, ମାତର୍ ତମର୍ ଦୁର୍ବଲ୍ ଜାନିକରି ଉପଦେସ୍ ଦେଲା ପାରା କଇଲିନି ।
ମାତର୍ ବିବା ଅଇବା ବିସ୍ବାସିମନ୍କେ ମୁଇ ଆଦେସ୍ ଦେଲିନି, ମୁଇ ଦେଇ ନାଇ ମାତର୍ ମାପ୍ରୁ ଦେଲାନି । ଜଦି ତମେ ଗଟେକ୍ ବିବାଇ ମାଇଜି, ସେନ୍ତାର୍ ଆଲେ ମୁନୁସ୍କେ ଚାଡି ବିନେ ନ ରୁଆ ।
ଏବେ ମୁଇ ବିସ୍ବାସିମନ୍ ଜେ କି ବିସ୍ବାସ୍ ନ କଲାଟାମନ୍କେ ବିବା ଅଇଆଚତ୍, ସେମନ୍କେ କଇଲିନି, ମୁଇ କଇନାଇ ମାପ୍ରୁ କଇଲାନି, । ଜଦି ଗଟେକ୍ ବିସ୍ବାସି, ବିସ୍ବାସ୍ ନଇଲା ମାଇଜିକେ ବିବା ଅଇଲାଆଚେ, ଆରି ସେ ମାଇଜି ତାର୍ ସଙ୍ଗ୍ ମିସି ରଇବାକେ ମନ୍ କର୍ସି ବଇଲେ, ସେ ବାଇ ତାକେ ନ ଚାଡ ।
ଏବେ ମୁଇ ବିବା ନ ଅଇଲା ଦାଙ୍ଗ୍ଡାଦାଙ୍ଗ୍ଡି ବିସଇନେଇ ଲେକ୍ବି । ସେ ବିସଇନେଇ ମାପ୍ରୁର୍ ଲଗେଅନି କାଇ ଆଦେସ୍ ପାଇନାଇ । ମାତର୍ ପର୍ମେସର୍ ମକେ ଦୟା କରି ଗଟେକ୍ ସତ୍ଦରମ୍ ଲକ୍ ଇସାବେ ନିଜର୍ ମନର୍ କାତା କଇଲିନି ।
ମୁଇ ବାବ୍ଲିନି ସେ ବିବା ନ ଅଇ ସେନ୍ତିସେ ରଇଲେ ଅଦିକ୍ ସୁକ୍ ମିଲ୍ସି । ଆରି ଏଟା ପରମେସରର୍ ସୁକଲ୍ ଆତ୍ମାର୍ ମନ୍ କଲାଟା ବଲି ମୁଇ ବାବ୍ଲିନି ।
ମୁଇ ଏ କଇବା କାତାମନ୍ ମାପ୍ରୁ ମକେ କଅ ବଲି ମନ୍ କରେନାଇ । ମାତର୍ ଏ କାତା ଗଟେକ୍ ବକୁଆ ଲକର୍ପାରା ବଡ୍ପନ୍ ଅଇକରି କଇଲିନି ।
ଏଟା ତମ୍କେ ମୁଇ ତିଆର୍ଲା ପାରା କଇନାଇ, ମାତର୍ ବିନ୍ ବିସ୍ବାସିମନ୍ ତାର୍ ବାଇମନ୍କେ କେନ୍ତି ଅଦିକ୍ ମନ୍ କରି ସାଇଜ କଲାଇନି, ସେଟା ଜାନିରଇବାକେ କଇଲିନି । ସେମନ୍ କଲାପାରା ତମେ କରିପାରାସ୍ ଆରି ସେଟା ଦେକି ତମର୍ ଆଲାଦ୍ ସତ୍ କି ମିଚ୍ ବଲି ମୁଇ ଜାନିପାର୍ବି ।