8 ଏବେ ମୁଇ ବିବା ନ ଅଇରଇବା, ଆରି ରାଣ୍ଡି ମାଇଜିମନ୍କେ କଇଲିନି, ତମେ ମର୍ ପାରା ଏକ୍ଲା ରଇଲେ ତମର୍ପାଇ ନିକ ଅଇସି ।
ଏବେ ତମେ ଲେକ୍ଲାଟାନେ ଜନ୍ ସବୁ ବିସଇ ଆଚେ, ସେ ସବୁର୍ ଉତର୍ ମୁଇ ଦେବି । ତମେ ପାଚାରିରଇଲାସ୍ ବିସ୍ବାସିମନ୍ ବିବା ନ ଅଇବାଟା ନିକ କି ?
ମାତର୍ ତମେ ଏ ବିସଇନେଇ ତେରେପେତେ ଉଆନାଇ । ବିବା ନ ଅଇଲା ଲକ୍ମନ୍ ସବୁବେଲେ ମାପ୍ରୁର୍ ସେବା କାମ୍ କର୍ବାକେ ମନ୍ କର । କାଇକେବଇଲେ ମାପ୍ରୁକେ ସାର୍ଦା କରାଇବାଟା ତାର୍ ମୁକିଅ କାମ୍ ।
ତମେ ସବୁଲକ୍ ମର୍ପାରା ବିବା ନ ଉଆ ବଲି ମୁଇ ମନ୍ କଲିନି । ମାତର୍ ଗଟେକ୍ ଗଟେକ୍ ଲକ୍କେ ପର୍ମେସରର୍ ଟାନେଅନି ମୁଲିଅ ରଇବା ଦାନ୍ ମିଲିଆଚେ । ଗଟେକ୍ ଲକ୍କେ ଗଟେକ୍ ରକାମ୍ଟା ଆରି ବିନ୍ ଲକ୍କେ ବିନ୍ ରକାମ୍ ଦାନ୍ ଦେଲାଆଚେ ।
ଅଲ୍ଗା ପେରିତ୍ମନର୍ ପାରା, ପିତର୍ ଆରି ଆମର୍ ମାପ୍ରୁ ଜିସୁର୍ ବାଇମନର୍ ପାରା, ବିସ୍ବାସ୍ କରିରଇବା ମାଇଜିକେ ବିବା ଅଇକରି ତାକେ ମର୍ ସଙ୍ଗ୍ ନେବାକେ କାଇ ମର୍ ଅଦିକାର୍ ନାଇ କି ?