୧ମ କରନ୍ତିୟ 8:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ଏବେ ମୁଇ ଦେବିଦେବ୍ତାମନ୍କେ ପୁଜ୍ଲା ମାଉଁସ୍ ବିସଇନେଇ ଲେକ୍ଲିନି । ଏଟା ସତ୍ ଜେ ଆମ୍କେସେ ବୁଦି ଆଚେ ବଲି ତମେ ଜନ୍ଟା କଇଲାସ୍ନି, ସେଟା ଆମେ ଜାନିଆଚୁ । ସେନ୍ତା ଗଟେକ୍ ଲକ୍କେ ଆଁକାର୍ ଜନମ୍ କରାଇସି । ମାତର୍ ଆଲାଦ୍ ଆମର୍ ବିସ୍ବାସ୍କେ ଡାଟ୍ କରାଇସି । အခန်းကိုကြည့်ပါ။ |
ଏ ବାଇବଇନିମନ୍, ଏ ବିସଇଟାନେ ଗଟେକ୍ ଲୁଚିରଇଲା ସତ୍ ତମେ ବୁଜା ବଲି ମୁଇ ମନ୍ କଲିନି । ଆମେ ଜିଉଦିମନର୍ ଟାନେଅନି ବଡ୍ ଆଚୁ ବଲି ତମେ ବଡ୍ପନ୍ ନ ଅଇବାକେ, ଏଟା ତମ୍କେ ବୁଜାଇଲିନି । ଜିଉଦିମନର୍ କାତା ନ ମାନ୍ବାଟା, ବେସିଦିନ୍ ଜାକ ନ ରଏ । ମାତର୍ ଜେତ୍କି ଜିଉଦି ନ ଅଇଲା ଲକ୍ମନ୍କେ ପର୍ମେସର୍ ବାଚ୍ଲାଆଚେ, ସେମନ୍ ବିସ୍ବାସ୍ କର୍ବାଜାକ ସେଟା ରଇସି ।
ନିଜ୍କେ ନିଚ୍କରି ସେମନ୍ ଉପାସନା କଲାପାରା ଦୁତ୍ମନ୍କେ ଉପାସନା କର୍ବାକେ, କାକେମିସା ବାଦିଅ କର୍ବାକେ ଦିଆସ୍ନାଇ । ସେନ୍ତାର୍କଲେ ପର୍ମେସର୍ କାତାଦେଇରଇବା ପୁରୁସ୍କାର୍ ତମ୍କେ ନ ମିଲେ । ସେନ୍ତାରି ସିକାଇବା ଗଟେକ୍ଲକ୍, ପର୍ମେସର୍ଟାନେ ଅନି ଦର୍ସନ୍ ଦେକିଆଚି ବଲିକରି ଅଦିକାର୍ ସଙ୍ଗ୍ ସିକାଇଲାନି । ସେ ତାର୍ ଚାଲାକିସଙ୍ଗ୍ ନିଜେ ତିଆର୍କରିରଇବା ବିସଇର୍ ଲାଗି ବଡ୍ପନ୍ ଅଇସି, ମାତର୍ ସତଇସେ ସେନ୍ତାରି ବଡ୍ପନ୍ ଅଇବାକେ କାଇଟାମିସା ନାଇ ।