11 ତେବେ ସେ ବାଇ ନସ୍ଟ ଅଇଲାନି, କାଇକେବଇଲେ ପୁଜ୍ଲାଟା କାଇଲାକେ ପାପ୍ କଲିନି ବଲି ସେ ବାବ୍ସି । କିରିସ୍ଟ ସେ ବାଇର୍ପାଇ ମଲାଆଚେ ବଲି ମିସା ତମର୍ ମନେ ରଇବାର୍ ଆଚେ ।
ଜନ୍ କାଦି ନସିଜାଇସି, ସେ କାଦିର୍ ପାଇ ଏତେକ୍ କସ୍ଟ କରାନାଇ, ମାତର୍ ଜନ୍ଟା ନ ନସେ, ସେଟା ନ ସାର୍ବା ଜିବନ୍ ଦେଇସି, ସେଟାର୍ ପାଇ କସ୍ଟ କରା । ଏ କାଦି ନର୍ପିଲା ମୁଇ ଦେବି । କାଇକେ ବଇଲେ, ସେଟାର୍ପାଇ ବାବା ପର୍ମେସର୍ ମକେ ଅଦିକାର୍ ଦେଲାଆଚେ ।
ତମେ କାଇ କାଦି ମିସା କାଇଲାର୍ପାଇବଲି ଜଦି ତମର୍ ଗଟେକ୍ ବାଇକେ ଦୁକ୍ କରାଇସା, ସେନ୍ତାର୍ଆଲେ ତାର୍ପାଇ ତମର୍ କାଇ ଆଲାଦ୍ ନାଇ ପାରା ଆଚେ । ତମର୍ କାଇବା କାଦିର୍ଲାଗି ଆରିଗଟେକ୍ ଲକ୍ ମନ୍ କଲାନି । ସେଟା ନିକ ନଏଁ । କାଇକେବଇଲେ ସେ ମିସା ତମର୍ ସଙ୍ଗର୍ ବିସ୍ବାସି । ଆରି ତାର୍ ଜାଗାଇମିସା କିରିସ୍ଟ ମଲାଆଚେ ।
ତମେ ମର୍ପାରା ଚଲାଚଲ୍ତି କରା, ମୁଇ ସବୁଲକର୍ ମଙ୍ଗଲ୍ ଅ ବଲି ଚେସ୍ଟା କଲିନି । ମୁଇ ମର୍ ନିଜର୍ ମଙ୍ଗଲ୍ ଅ, ବଲି ଚିନ୍ତା କରିନାଇ, ମାତର୍ ସବୁଲକର୍ ମଙ୍ଗଲ୍ ଅ ବଲି ଚିନ୍ତା କଲିନି । ଜେନ୍ତିକି ସେମନ୍ ସବୁଲକ୍ ରକିଆ ପାଇବାଇ ।
ତେବେ ମୁଇ ପୁଜ୍ଲା ମାଉଁସ୍ କାଇଲାର୍ ଲାଗି ମର୍ ବାଇବଇନିମନ୍କେ ପାପ୍ କରାଇଲିନି ବଇଲେ, ମୁଇ କେବେ ମିସା ସେଟା ନ କାଇ । କାଇକେବଇଲେ ସେଟାର୍ଲାଗି ମର୍ ବାଇବଇନିମନ୍ ପାପେ ନ ପଡତ୍ ।
ତେବେ ଦେବିଦେବ୍ତାମନ୍କେ ପୁଜ୍ଲା ମାଉଁସ୍ ବିସଇ ଜାନିଆଚୁ ଜେ, ଏ ଜଗତେ ଦେବି ଦେବ୍ତା ବଲି କାଇଟା ନାଇ । ଆମର୍ ପର୍ମେସର୍କେ ଚାଡିଦେଲେ ଆରି କେ ମିସା ପର୍ମେସର୍ ନାଇ ।