୧ମ କରନ୍ତିୟ 8:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ଏଲେ ମିସା ଏ ସତ୍ ଗିଆନ୍ ସବୁଲକ୍ ନାଜାନତ୍ । ମାତର୍ କେତେଲକ୍ ଆଗେଅନି ଦେବି ଦେବ୍ତା ଆଚତ୍ ବଲି ବାବିକରି ସେମନ୍କେ ପୁଜା କରି ଆଇଲାଇନି । ସେମନର୍ ବିସ୍ବାସ୍ ଡାଟ୍ ନାଇଜେ ଦେବିଦେବ୍ତାମନ୍କେ ପୁଜ୍ଲାଟା କାଇଲେସରି ସେମନ୍ ସୁକଲ୍ ଅଇବାର୍ ନଏ ବଲି ବାବ୍ଲାଇନି । အခန်းကိုကြည့်ပါ။ |