8 ମାତର୍ କାଦି କାଇବାଟା, ପର୍ମେସର୍ଟାନେଅନି ଆମ୍କେ ବିନେ ନ କରେ । ଆମେ କାଇଲେ କାଇ ଲାବ୍ ନଏଁ, କି ନ କାଇଲେ ମିସା କାଇଟା ନ ଜାଏ ।
ସେମନର୍ ପାର୍ବା ଇସାବେ ସେମନ୍କେ କେତେକ୍ କେତେକ୍ ଡାବୁ ଜିମା ଦେଲା । ଗଟେକ୍ ଲକ୍କେ ପାଁଚ୍ ଅଜାର୍ ରୁପା ଟାଙ୍ଗା ଦେଲା, ଗଟେକ୍ ଲକ୍କେ ଦୁଇ ଅଜାର୍, ଆରି ଗଟେକ୍ଲକ୍କେ ଅଜାର୍ ରୁପା ଟାଙ୍ଗା ଦେଲା । ଆରି ବିଦେସେ ଉଟିଗାଲା ।
ପରମେସରର୍ ରାଇଜର୍ ସାସନ୍ ଅବ୍କା ନ କାଇବା କାଦିପିଦିର୍ ନିଅମର୍ପାଇ ନାଇ । ମାତର୍ ତାର୍ ମୁଆଟେ ଦରମ୍ ବଲାଇଅଇବାଟା, ବିନ୍ ଲକ୍ମନର୍ ସଙ୍ଗ୍ ମିସି ସୁକ୍ସାନ୍ତିସଙ୍ଗ୍ ରଇବାଟା, ଆରି ସୁକଲ୍ଆତ୍ମା ଦେଇରଇବା ସାର୍ଦା ବିସଇ ଆଚେ ।
କେତେଲକ୍ କଇବାଇ, ପେଟ୍ ଜଦି କାଦି କାଇବାକେ ମନ୍ କଲାନି ବଇଲେ କାଦି କାଇବାଟା ନିକ, । ମାତର୍ ମୁଇ କଇଲିନି, ପର୍ମେସର୍ ଗଟେକ୍ ଦିନ୍ ଏ ଦୁଇଟାକେ ମିସା କୁରୁପ୍ନାସ୍ କର୍ସି । ଗାଗଡ୍ ବେବିଚାର୍ କାମ୍ କର୍ବାକେ ନାଇ, ମାତର୍ ମାପ୍ରୁର୍ ସେବା କର୍ବାକେ ଲାଗ । ଗାଗଡ୍କେ ଦର୍କାର୍ ଅଇବାଟା ମାପ୍ରୁ ଜାଗାଇସି ।
ତେବର୍ପାଇ ଲକ୍ମନ୍ ତମ୍କେ ବିନ୍ ବିନ୍ ସିକିଆ ସୁନାଇକରି ସତ୍ବାଟେଅନି ବିନେ ନେବାକେ ରାଜି ଉଆନାଇ । କାଇକେବଇଲେ ପର୍ମେସର୍ ଜିବନ୍ ଦୁକାଇକରି ଦୟା ଦେକାଇଲାଟା ଆମର୍ ମନ୍କେ ଡାଟ୍ କର୍ସି । କାଦିର୍ ଲାଗି ରଇବା ନିୟମ୍ ମାନ୍ବାଟା ନଏଁ । ସେନ୍ତାରି ନିୟମ୍ ମାନ୍ବା ଲକ୍, ତେଇ ଅନି କାଇଟା ମିସା ପାଅତ୍ ନାଇ ।