୧ମ କରନ୍ତିୟ 8:9 - ସତିଅର୍ ବାଟ୍ ନୁଆ ନିୟମ୍ 20209 ମାତର୍ କାଇଟା କାଇଲାସ୍ନି ସେ ବିସଇନେଇ ଜାଗ୍ରତ୍ ରୁଆ । ତମେ ଜନ୍ଟା କାଇଲାର୍ ଲାଗି ତମର୍ ଜନ୍ ବାଇର୍ ବିସ୍ବାସ୍ ଡାଟ୍ ନାଇ, ସେ ତମର୍ଲାଗି ପାପ୍ କର୍ବାର୍ ନାଇ । အခန်းကိုကြည့်ပါ။ |
କେ ମିସା ନିଜର୍ ଚାଲାକିକରି ପର୍ମେସରର୍ ବିସଇ ତିଆର୍କରି ରଇବାଟା ସଙ୍ଗ୍ ତମ୍କେ ପାନ୍ଦେ ନ ଲାଗାଅତ୍, ସେଟାର୍ପାଇ ଜାଗ୍ରତ୍ ଅଇରୁଆ । ସେମନ୍ ସିକାଇବାଟା କାଇ ଲଡାକେ ନ ଆସେ ଆରି ସେଟା ସତ୍ ବିସଇ ନଏଁ । ସେଟା ବିନ୍ ଲକର୍ଟାନେଅନି ସୁନି ସୁନି ଆଇବାଟା ଆରି ସେଟା ଏ ଜଗତ୍ ବିତ୍ରେ ରଇବା ନିୟମ୍ । ମାତର୍ କିରିସ୍ଟର୍ ବିସଇଟାନେ ରଇବା, ସତ୍ ସିକିଆ ନଏଁ ।