୧ମ କରନ୍ତିୟ 9:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ମର୍ ଜାଇଟା ମନ୍ କଲାଟା, ସେଟା କାଇ କରିନାପାରି କି ? ମୁଇ କାଇ ଗଟେକ୍ ପେରିତ୍ ନଇ କି ? ମୁଇ କାଇ ଆମର୍ ମାପ୍ରୁ ଜିସୁର୍ ଦର୍ସନ୍ ପାଇ ନାଇ କି ? ତମେ ସବୁ, ମୁଇ ମାପ୍ରୁର୍ ପାଇ କରିରଇବା କାମର୍ ଲାଗି ବିସ୍ବାସ୍ କଲାସ୍ ନାଇ କି ? အခန်းကိုကြည့်ပါ။ |
ଅନନିୟ ଗାଲା ଆରି ସାଉଲ୍ ରଇବା ଗରେ କେଟ୍ଲା । ସାଉଲ୍କେ ବେଟ୍ଅଇ ତାର୍ ଉପ୍ରେ ଆତ୍ ସଙ୍ଗଇ ତାକେ କଇଲା, “ଏ ବାଇ ସାଉଲ୍, ଇତି ତର୍ଟାନେ ଆଇବାକେ ମାପ୍ରୁ ଜିସୁ ମକେ ପାଟାଇଆଚେ । ତୁଇ ଇତି ଆଇବା ବାଟେ ସେସେ ତକେ ଦେକାଇଅଇଲା । ତୁଇ ଜେନ୍ତିକି ଆରି ତରେକ୍ ଦେକି ପାରୁସ୍ ଆରି ସୁକଲ୍ ଆତ୍ମାଇ ପୁରାପୁରୁନ୍ ଅଇପାରୁସ୍ । ସେଟାର୍ପାଇ ପର୍ମେସର୍ ମକେ ପାଟାଇଆଚେ ।”