୧ମ କରନ୍ତିୟ 9:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ଆମେ ତମର୍ ବିତ୍ରେ ଆତ୍ମାର୍ ମୁଞ୍ଜି ବୁନ୍ଲୁ ଆଚୁ । ସେଟାର୍ ପାଇ ତମର୍ଟାନେ ଅନି କାଇ ଜଗତର୍ ପସଲ୍ ପାଇବାକେ ମନ୍ କର୍ବାଟା, ଗଟେକ୍ କାରାପ୍ କାତା କି ? အခန်းကိုကြည့်ပါ။ |
ସେମନ୍ ବେସି ସାର୍ଦାଅଇ ଏ ସାଇଜ ଦେଲାଇନି । ଏଟା ଦେଇକରି ସେମନ୍ ଟିକ୍ ବିସଇ କଲାଇ । କାଇକେବଇଲେ, ଜିରୁସାଲେମେ ରଇବା ବିସ୍ବାସିମନର୍ ଟାନେ ସେମନ୍ ରୁନି ଅଇଆଚତ୍ । ସେଟା କେନ୍ତିବଇଲେ ଜିଉଦିମନର୍ଟାନେଅନିସେ ପର୍ମେସରର୍ ବାକିଅ ଇତିର୍ ଜିଉଦି ନ ଅଇଲା ଲକ୍ମନ୍କେ ଆନିରଇଲା । ସେଟାର୍ପାଇ ତେଇର୍ ଅର୍କିତ୍ ଜିଉଦିମନ୍କେ କେତେକ୍ ଡାବୁ ସାଇଜ ପାଟାଇବାଟା ନିକ ବିସଇ ।