13 ଜନ୍ ଲକ୍ମନ୍ ମନ୍ଦିରେ ସେବା କଲାଇନି, ସେମନ୍ ମନ୍ଦିରେ ଅନି କାଦି ପାଇବାଇ । ଆରି ଜେ ସବୁଦିନେ ବେଦିଟାନେ ବଲି ଦେଲାଇନି, ସେମନ୍ ବେଦିଟାନେ ବଲିକଲା ବାଟାଇ ମିସ୍ବାଇ, ଏଟା ତମେ ଜାନିଆଚାସ୍ ।
ଏଲେ ମିସା ତମେ ଜାନିଆଚାସ୍, ଜଦି ତମେ କାକେ ତର୍ ତଲେ ଆକା ମୁଇ ବଲି କଇକରି ତାର୍ ପୁରାପୁରୁନ୍ କାତାମାନ୍ସା ବଇଲେ, ତମେ ତାର୍ ଗେନ୍ଲା ଗତିଦାଙ୍ଗ୍ଡା । ଜଦି ପାପର୍ ଗତିଦାଙ୍ଗ୍ଡା ଅଇସା, ଏଟାର୍ ଦସା ଅଇସି ମରନ୍, ଜଦି ଦରମର୍ ବାଟେ ଇଣ୍ଡ୍ସା, ବଇଲେ ନ ସାର୍ବା ଜିବନ୍ ପାଇସା ।
ଜିଉଦି ମନର୍ ବିସଇ ବାବିଦେକା । ଜନ୍ ଲକ୍ମନ୍ ପୁଜାକଲା ମାଉଁସ୍ କାଇଲାଇନି, ସେମନ୍ କାଇ ବେଦିଲଗେ ଉପାସନା କଲାବେଲେ ନ ମିସତ୍ ?
ଆରାଜିତା ଟାନେ ପାଲାଇବା ଲକ୍ ବେସି ଆଚତ୍, ଏଟା ସତ୍ । ମାତର୍ ଗଟେକ୍ ଲକ୍କେସେ ପୁରୁସ୍କାର୍ ମିଲ୍ସି । ଏଟା ତମେ ଜାନିଆଚାସ୍ । ତମେ ମିସା ପୁରୁସ୍କାର୍ ପାଇଲା ପାରା ପାଲାଆ ।