14 ସୁସମାଚାର୍ ଜାନାଇବା ଲକ୍, ତେଇଅନି ଜିଉନା କାଉନା କରା ବଲି ମାପ୍ରୁ ଆଦେସ୍ ଦେଲାଆଚେ ।
ଆରି ବୁଲ୍ବା ବେଲେ ମୁନା ଦାରି ବୁଲାନାଇ । ଗଟେକ୍ ଉଚ୍କା ପିନ୍ଦ୍ବା ପଚିଆ, ପାଣ୍ଡଇ, ଡାଙ୍ଗ୍ ନିଆ ନାଇ । ପାଇଟି କରୁ ତାର୍ ବୁତି ପାଇସିସେ ।”
ତାକର୍ଲଗେ ଜନ୍ଟା ରଇସି, ସେଟା କାଇକରି, ସେ ଗରେ ରୁଆ । କାଇକେବଇଲେ, ପାଇଟିକରୁ ନିଜର୍ ବୁତି ପାଇବାଇଆକା । ଗର୍ ଗର୍କେ ଜାଆନାଇ ।
ଜନ୍ ନଅରେ ତମେ କେଟ୍ଲେ, ଆରି ଲକ୍ମନ୍ ତମ୍କେ ଡାକିନେଲେ, ତେଇ ତମ୍କେ ଜନ୍ଟା କାଇବାକେ ଦେଲେ ସେଟା କାଆ ।
ପାଉଲ୍ ସେମନ୍କେ ବେଟ୍ ଅଇବାକେ ଜାଇ ସେମନର୍ ସଙ୍ଗ୍ ରଇଲା । କାଇକେବଇଲେ ସେ ମିସା ସେମନର୍ ପାରା ତୁମ୍ ତିଆର୍ କରି ଜିଉନାକାଉନା କର୍ତେରଇଲା ।
କାଇକେବଇଲେ ତମର୍ଟାନେ କିରିସ୍ଟର୍ ବିସଇ ସିକାଇବାକେ କେତେକ୍ କେତେକ୍ ଗୁରୁ ରଇଲେ ମିସା, ବାବା ଇସାବେ ତମ୍କେ ବେସି ଲକ୍ ନାଇ । କିରିସ୍ଟ ଜିସୁର୍ତେଇ ମିସ୍ଲାର୍ ପାଇ ମୁଇ ତମର୍ ବାବା ଅଇଗାଲି । କାଇକେବଇଲେ ମୁଇ ତମ୍କେ ଜିସୁକିରିସ୍ଟର୍ ସୁବ୍କବର୍ କଇରଇଲି ।
ଆମେ ତମର୍ ବିତ୍ରେ ଆତ୍ମାର୍ ମୁଞ୍ଜି ବୁନ୍ଲୁ ଆଚୁ । ସେଟାର୍ ପାଇ ତମର୍ଟାନେ ଅନି କାଇ ଜଗତର୍ ପସଲ୍ ପାଇବାକେ ମନ୍ କର୍ବାଟା, ଗଟେକ୍ କାରାପ୍ କାତା କି ?
ତମର୍ ଟାନେଅନି ଏଟା ଆସା କର୍ବାକେ ଜଦି ବିନ୍ ଲକ୍ମନର୍ ଅଦିକାର୍ ଆଚେ, ସେନ୍ତି ବଇଲେ ତାକର୍ଟାନେଅନି ଆମର୍ ଅଦିକାର୍ ବେସି ନଏଁ କି ? ଏଲେ ମିସା ସେ ଅଦିକାର୍ ଆମେ ବେବାର୍ କରୁନାଇ, ମାତର୍ କିରିସ୍ଟର୍ ସୁବ୍କବର୍କେ କାଇମିସା ଅସୁବିଦା ନ ଆସ ବଲି ଆମେ ସବୁ ରକାମର୍ କସ୍ଟ ମୁର୍ଚି କରି ରଇଲୁନି ।
ସୁବ୍କବର୍ ସୁନାଇଲିନି ବଲି ମର୍ ବଡ୍ପନ୍ ଅଇବା ଅଦିକାର୍ ନାଇ, କାଇକେବଇଲେ ଏଟା ମକେ ତିଆରିରଇବା କାମ୍ । ଜଦି ମୁଇ ସୁବ୍କବର୍ ନ ଜାନାଇଲେ ମକେ ବଡ୍ ଡଣ୍ଡ୍ ମିଲ୍ସି ।
ଆମେ ମାପ୍ରୁ ଜିସୁର୍ ପେରିତ୍ ମନ୍ । ତାର୍ କାମର୍ ଲାଗି, କାଇବାଟା କି ପିଇବାଟା ମିଲ୍ଲେ, ସେଟା ନେବାର୍ ମର୍ ଅଦିକାର୍ ନାଇ କି ?
କିସ୍ଟର୍ ସୁବ୍କବର୍ ଜାନାଇବାକେ ମୁଇ ଜେଡେବେଲେ ଆଇଲି, ତର୍ଆୟାଇ ସେବା କାମର୍ପାଇ ମାପ୍ରୁର୍ ବାଟ୍ ମେଲାଅଇଆଚେ ବଲି ମୁ ଜାନି ପାର୍ଲି ।
ଜନ୍ ଲକ୍ମନ୍ ବାକିଅଟାନେ ସିକିଆ ପାଇଲାଇନି, ସେମନର୍ଟାନେ ଜନ୍ଟା ଆଚେ, ସେଟା ତାକର୍ ସିକାଉମନର୍ ସଙ୍ଗ୍ ବାଟା କର୍ବାର୍ ଆଚେ ।
ଜେଡେବେଲେ ଆମେ ତମ୍କେ ଏ ସୁବ୍ କବର୍ ଜାନାଇରଇଲୁ, ସେଟା ଅବ୍କା କାତାଇ ନ ରଇଲା, ମାତର୍ ସୁକଲ୍ଆତ୍ମାର୍ ବପୁ ସଙ୍ଗ୍ ଆରି ସେଟା ସତ୍ ବଲି ପୁରାପୁରୁନ୍ ବିସ୍ବାସର୍ ସଙ୍ଗ୍ ରଇଲା । ତମେ ଜାନାସ୍, ତମର୍ ସଙ୍ଗ୍ ରଇଲାବେଲେ ଆମେ କେନ୍ତି ରକାମେ ଜିଉନାକାଉନା କର୍ତେରଇଲୁ, ଜେନ୍ତିକି ତମର୍ ମଙ୍ଗଲ୍ ଅ ବଲି ଆମର୍ ବାବ୍ନା ରଇଲା ।