୧ମ କରନ୍ତିୟ 9:20 - ସତିଅର୍ ବାଟ୍ ନୁଆ ନିୟମ୍ 202020 ମୁଇ ଜିଉଦି ଲକ୍ମନ୍କେ ପାଇବାକେ, ତାକର୍ ପାରା ଚଲାଚଲ୍ତି କଲିନି, ଜେନ୍ତିକି ମୁଇ ସେମନ୍କେ କିରିସ୍ଟର୍ ବାଟେ ଆନିପାର୍ବି । ମୁଇ ଜଦି ମସାର୍ ନିୟମର୍ ତଲିଆର୍ ନ ଅଇରଇଲେ ମିସା, ସେମନ୍କେ କିରିସ୍ଟର୍ ବାଟେ ଆନ୍ବାକେ, ନିୟମ୍ ମାନ୍ବା ଲକର୍ ପାରା ଚଲାଚଲ୍ତି କଲିନି । အခန်းကိုကြည့်ပါ။ |