୧ମ କରନ୍ତିୟ 9:21 - ସତିଅର୍ ବାଟ୍ ନୁଆ ନିୟମ୍ 202021 ସେନ୍ତାରିସେ ଜିଉଦି ନ ଅଇଲା ଲକ୍ମନର୍ ସଙ୍ଗ୍ ରଇଲାବେଲେ, ମୁଇ ଜିଉଦି ନିୟମ୍ ମାନି ନାଇ । ସେ ବେଲେ ମୁଇ ଜିଉଦି ନ ଅଇଲା ଲକର୍ ପାରା ଚଲାଚଲ୍ତି କର୍ବି । ଜେନ୍ତିକି ସେମନ୍କେ କିରିସ୍ଟର୍ ବାଟେ ଆନିପାର୍ବି । ଏଟାର୍ ଅରତ୍ ନଏଁ ଜେ ମୁଇ ପର୍ମେସରର୍ ନିୟମ୍ ମାନି ନାଇ । କାଇକେବଇଲେ ମୁଇ କିରିସ୍ଟର୍ ନିୟମର୍ ତଲେ ଆଚି । အခန်းကိုကြည့်ပါ။ |