୧ମ କରନ୍ତିୟ 9:22 - ସତିଅର୍ ବାଟ୍ ନୁଆ ନିୟମ୍ 202022 ଜେଡେବେଲେ ମୁଇ ବିସ୍ବାସେ ଦୁର୍ବଲ୍ ଲକର୍ ସଙ୍ଗ୍ ରଇବି, ତାକର୍ପାରା ଦୁର୍ବଲ୍ ଅଇବି । ଜେନ୍ତିକି ସେନ୍ତିଅଇକରି ସେମନ୍କେ କିରିସ୍ଟର୍ ବାଟେ ଆନି ପାର୍ବି । ସେଟାର୍ପାଇ ମୁଇ ବିନ୍ ବିନ୍ ଲକର୍ଟାନେ ବିନ୍ ବିନ୍ ରକାମ୍ ଅଇରଇଲି । କେନ୍ତିକରି ମିସା ମୁଇ ସେମନ୍କେ ରକିଆ କର୍ବି । အခန်းကိုကြည့်ပါ။ |