୧ମ କରନ୍ତିୟ 9:25 - ସତିଅର୍ ବାଟ୍ ନୁଆ ନିୟମ୍ 202025 ଜେ ପାଲାଇବାଟାନେ ବାଗ୍ ନେଇସି, ସେ ଅବିଆସ୍ କରି, ତାର୍ ଗାଗଡ୍ ଡାଟ୍ କରିରଇସି । ଆରି ସେ ଦାପେ ନସିଜିବା ପୁରୁସ୍କାର୍ ମିଲାଇବାକେ ସେଟା କର୍ସି । ମାତର୍ ଆମେ, କେବେ ମିସା ନ ନସ୍ବା ପୁରୁସ୍କାର୍ ପାଇବାକେ, ସେଟା କଲୁନି । အခန်းကိုကြည့်ပါ။ |