4 ଆମେ ମାପ୍ରୁ ଜିସୁର୍ ପେରିତ୍ ମନ୍ । ତାର୍ କାମର୍ ଲାଗି, କାଇବାଟା କି ପିଇବାଟା ମିଲ୍ଲେ, ସେଟା ନେବାର୍ ମର୍ ଅଦିକାର୍ ନାଇ କି ?
ଆରି ବୁଲ୍ବା ବେଲେ ମୁନା ଦାରି ବୁଲାନାଇ । ଗଟେକ୍ ଉଚ୍କା ପିନ୍ଦ୍ବା ପଚିଆ, ପାଣ୍ଡଇ, ଡାଙ୍ଗ୍ ନିଆ ନାଇ । ପାଇଟି କରୁ ତାର୍ ବୁତି ପାଇସିସେ ।”
ତାକର୍ଲଗେ ଜନ୍ଟା ରଇସି, ସେଟା କାଇକରି, ସେ ଗରେ ରୁଆ । କାଇକେବଇଲେ, ପାଇଟିକରୁ ନିଜର୍ ବୁତି ପାଇବାଇଆକା । ଗର୍ ଗର୍କେ ଜାଆନାଇ ।
ମୁଇ କାର୍ ସୁନା, ରୁପା କି ଲୁଗାପଚିଆ ମିଲାଇବି ବଲି ଆସା କରିନାଇ ।
ତମେ ଗଟେକ୍ ପେରିତ୍ କି ? ବଲି ମକେ ପର୍ସନ୍ କର୍ବା ଲକ୍ମନ୍କେ ମୁଇ ଏ କାତା କଇବି ।
ଜନ୍ ଲକ୍ମନ୍ ବାକିଅଟାନେ ସିକିଆ ପାଇଲାଇନି, ସେମନର୍ଟାନେ ଜନ୍ଟା ଆଚେ, ସେଟା ତାକର୍ ସିକାଉମନର୍ ସଙ୍ଗ୍ ବାଟା କର୍ବାର୍ ଆଚେ ।
ଆମେ କାର୍ଲଗେ ଅନି ସନ୍ମାନ୍ ପାଇବୁ ବଲି ଚେସ୍ଟା କରି ନ ରଇଲୁ । ତମର୍ଟାନେ ଅନି କି ବିନ୍ ଲକର୍ ଟାନେଅନି ମିସା ନାଇ ।
ଏ ବାଇବଇନିମନ୍ ଆମେ ଆବଡ୍ ଅଇ ଗାଗ୍ଡେ ବାଦିଜାଇରଇଲେ ମିସା ମାନିଅଇ କାମ୍ କଲାଟା ତମ୍କେ ମନେରଇସି । ଆମେ ଜେନ୍ତିକି ତମର୍ ଉପ୍ରେ ବଜ୍ ନ ଅଇକରି, ଏଟାର୍ପାଇ ଦିନ୍ ରାତି କସ୍ଟ ପାଇ ପର୍ମେସରର୍ ସୁବ୍କବର୍ ତମ୍କେ ଜାନାଇରଇଲୁ ।