୧ମ କରନ୍ତିୟ 9:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ଅଲ୍ଗା ପେରିତ୍ମନର୍ ପାରା, ପିତର୍ ଆରି ଆମର୍ ମାପ୍ରୁ ଜିସୁର୍ ବାଇମନର୍ ପାରା, ବିସ୍ବାସ୍ କରିରଇବା ମାଇଜିକେ ବିବା ଅଇକରି ତାକେ ମର୍ ସଙ୍ଗ୍ ନେବାକେ କାଇ ମର୍ ଅଦିକାର୍ ନାଇ କି ? အခန်းကိုကြည့်ပါ။ |
ଜନ୍ ଲକ୍କେ ତୁଇ ପାର୍ଚିନ୍ ଇସାବେ ବାଚ୍ସୁ, ସେ ଏନ୍ତାରି ଲକ୍ ଅଇବାର୍ ଆଚେ, କେ ମିସା ତାକେ ବୁଲ୍ କଲାନି ବଲି ଦସ୍ ଦେଇନାପାରତ୍ । ତାକେ ଗଟେକ୍ ସେ ମାଇଜି ରଇବାର୍ ଆଚେ । ତାର୍ ପିଲାଟକିମନ୍ କିରିସ୍ଟକେ ବିସ୍ବାସ୍ କର୍ବାର୍ ଆଚେ । ସେମନ୍ ନିକ ଚଲାଚଲ୍ତି କର୍ତେରଇବାର୍ ଆଚେ । ଜେନ୍ତାରି କି ତାକର୍ ଆୟାବାବାମନ୍କେ ମାନତ୍ ନାଇ କି ନିଜର୍ ମନ୍ କଲା ଇସାବେ ଚଲାଚଲ୍ତି କଲାଇନି ବଲି ସେମନ୍କେ କେ ଦସ୍ ଦାରି ନାପାରତ୍ ।