୧ ମ ଜଅନ୍ 1:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ତେବର୍ପାଇ ଏ ଲକ୍, ଜାର୍ ବିସଇ ଆମେ ଦେକିଆଚୁ ଆରି ସୁନିଆଚୁ, ତାର୍ ବିସଇ ଆକା ଆମେ ତମ୍କେ କଇଲୁନି । ଜେନ୍ତାରିକି ତମେ ମିସା ଆମର୍ ସଙ୍ଗ୍ ମିସିବିଡି ରଇସା । କାଇକେବଇଲେ ଆମେ ବାବା ପର୍ମେସରର୍ ସଙ୍ଗ୍ ଆରି ତାର୍ ପଅ ଜିସୁ କିରିସ୍ଟର୍ ସଙ୍ଗ୍ ମିସିବିଡି ଆଚୁ । အခန်းကိုကြည့်ပါ။ |
ସେମନ୍ ବେସି ସାର୍ଦାଅଇ ଏ ସାଇଜ ଦେଲାଇନି । ଏଟା ଦେଇକରି ସେମନ୍ ଟିକ୍ ବିସଇ କଲାଇ । କାଇକେବଇଲେ, ଜିରୁସାଲେମେ ରଇବା ବିସ୍ବାସିମନର୍ ଟାନେ ସେମନ୍ ରୁନି ଅଇଆଚତ୍ । ସେଟା କେନ୍ତିବଇଲେ ଜିଉଦିମନର୍ଟାନେଅନିସେ ପର୍ମେସରର୍ ବାକିଅ ଇତିର୍ ଜିଉଦି ନ ଅଇଲା ଲକ୍ମନ୍କେ ଆନିରଇଲା । ସେଟାର୍ପାଇ ତେଇର୍ ଅର୍କିତ୍ ଜିଉଦିମନ୍କେ କେତେକ୍ ଡାବୁ ସାଇଜ ପାଟାଇବାଟା ନିକ ବିସଇ ।
ଜଦି ତାକର୍ ସାଉକାର୍ମନ୍ କିରିସ୍ଟକେ ବିସ୍ବାସ୍ କଲାଇନି, ସେନ୍ତାର୍ଆଲେ ବିସ୍ବାସି ସାଉକାର୍ମନ୍କେ, ବିସ୍ବାସ୍ ନ କର୍ବା ସାଉକାର୍ମନର୍ ତେଇଅନି, କିରିସ୍ଟର୍ଟାନେ ବାଇ ଇସାବେ ସନ୍ମାନ୍ ଉନା ଦେକାଇଲେ ଅଇସି ବଲିକରି ବାବ୍ବାର୍ ନାଇ । ତାର୍ ବାଦୁଲେ ସେମନର୍ପାଇ ଅଦିକ୍ ଆବଡ୍ କାମ୍ କର୍ବାର୍ ଆଚେ । କାଇକେବଇଲେ ସେମନ୍ ଜନ୍ ସାଉକାରର୍ପାଇ କାମ୍ କଲାଇନି, ସେମନ୍ ମିସା ବିସ୍ବାସି ଲକ୍ । ଆରି କିରିସ୍ଟର୍ଟାନେ ବାଇ ଇସାବେ ଆଲାଦ୍ କଲାଇନି । ବିସ୍ବାସି ମନ୍କେ ଏ ସର୍ତେ ବିସଇ ସିକାଆ । ଆରି ସେଟା କର୍ବାକେ ସେମନ୍କେ ସାର୍ଦା କର୍ ।