4 ଆମର୍ ସାର୍ଦା ଜେନ୍ତାର୍ ପୁରାପୁରୁନ୍ ଅଇସି, ତେବର୍ ପାଇ ଏ ସବୁ ବିସଇ ତମ୍କେ ଲେକ୍ଲୁନି ।
“ଜେନ୍ତିକି ମର୍ ସାର୍ଦା ତମର୍ ଟାନେ ରଇକରି, ସେ ସାର୍ଦା ପୁରାପୁରୁନ୍ ଅଇବାକେ ତମ୍କେ ଏ ସବୁ କାତା କଇଲିଆଚି ।
ତମେ ଏବେ ଜାକ ମର୍ ନାଉଁ ଦାରି କାଇଟା ମିସା ମାଙ୍ଗାସ୍ ନାଇତା । ଏବେ ମାଙ୍ଗା, ତେବେ ତମ୍କେ ମିଲ୍ସି । ଆରି ତମର୍ ସାର୍ଦା ପୁରାପୁରୁନ୍ ଅଇସି ।”
ଜେ ବିବା ଅଇସି, ସେ ବର୍ ଦାଙ୍ଗ୍ଡା । ମାତର୍ ବର୍ ଦାଙ୍ଗ୍ଡାର୍ ଲଗେ ବରର୍ ସଙ୍ଗାରି ଟିଆଅଇ ତାର୍ କାତା ସୁନ୍ସି । ସେ ବର୍ ଦାଙ୍ଗ୍ଡାର୍ କାତା ସୁନି, ବେସି ସାର୍ଦା ଅଇସି । ସେନ୍ତାରିସେ ମର୍ ସାର୍ଦା ମିସା ପୁରାପୁରୁନ୍ ଅଇଲାଆଚେ ।
ତମେ କନ୍ଟା ମାନ୍ବାର୍ ଆଚେ, କନ୍ଟା ନାଇ, ସେଟା ଆଦେସ୍ ଦେବାକେ ଆମେ ମନ୍ କରୁନାଇ । କାଇକେବଇଲେ, ତମର୍ ବିସ୍ବାସ୍ ଡାଟ୍ ଅଇଗାଲା ଆଚେ । ତମର୍ ସଙ୍ଗ୍ ମିସିକରି କାମ୍ କର୍ବାକେ ଆମେ ମନ୍ କଲୁନି । ଜେନ୍ତାରିକି ତମେ ସାର୍ଦା ଅଇସା ।
ଉଁ, ନର୍ଲକ୍ ବୁଜ୍ବା ତେଇଅନି ଅଦିକ୍ କିରିସ୍ଟ ଆମ୍କେ ଆଲାଦ୍ କଲା ଆଚେ, ସେ ଆଲାଦ୍ ତମେ ଜାନା ବଲି ମୁଇ ପାର୍ତନା କଲିନି । ଜେନ୍ତାରିକି ତମର୍ ଚାଲାଚାଲ୍ତି ପରମେସରର୍ ପାରା ଅଇ ଆଇସି ।
ଏ ମର୍ ପିଲାଟକି ପାରା ଅଇରଇବା ଲକ୍ମନ୍, ତମ୍କେ ମୁଇ ଏଟା ଲେକ୍ଲିନି । ଜେନ୍ତିକି ତମେ ପାପ୍ ନ କରାସ୍ । ମାତର୍ କେ ଜଦି ପାପ୍ କଲେ ଆମର୍ ବାବା ପର୍ମେସରର୍ ମୁଆଟେ ଟିଆଅଇରଇବା ଗଟେକ୍ ଲକ୍ ଆମର୍ ପାଇ ଗୁଆରି କଲାନି । ସେ ଅଇଲାନି ଜିସୁକିରିସ୍ଟ । ପର୍ମେସର୍ ଦେକ୍ବା ଇସାବେ ସେ ପୁରାପୁରୁନ୍ ସତ୍ଆଚେ ।
ମୁଇ ତମ୍କେ ବେସି ବିସଇ ଲେକ୍ବାକେ ମନ୍ କଲିନି, ମାତର୍ ଚିଟିଟାନେ ଲେକ୍ବାକେ ମନ୍ କରିନାଇ । ତାର୍ବାଦୁଲେ ଆସିକରି ତମର୍ ମୁଆଟେ କାତା ଅଇବି । ତେବେ ଆମେ ପୁରାପୁରୁନ୍ ସାର୍ଦା ଅଇବୁ ।