୧ ମ ଜଅନ୍ 1:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ମାତର୍ ଆମେ ସତ୍ କାମ୍ କରି ଉଜଲେ ରଇବୁ ଜେନ୍ତାରି କି ପର୍ମେସର୍ ସବୁବେଲେ ଉଜଲେଆଚେ । ସେନ୍ତାର୍ ଆଲେ ଆମେ ଗଟେକ୍ ଲକ୍ ଆରି ଗଟେକ୍ ଲକର୍ ସଙ୍ଗ୍ ମିସିବିଡି ଆଚୁ । ଆରି ପର୍ମେସରର୍ ପଅ ଜିସୁର୍ ବନି ଆମର୍ ସବୁ ପାପ୍କେ ଦଇଦେଇସି । အခန်းကိုကြည့်ပါ။ |
ଏଟା ଜଦି ଲକ୍ମନର୍ ଗାଗଡ୍ ଦଇପାର୍ଲା, ସେନ୍ତାର୍ଆଲେ କିରିସ୍ଟର୍ ବନିସଙ୍ଗ୍ ଆରି କେତେକ୍ ଅଦିକ୍ କରିଅଇସି ? ନ ସାର୍ବା ଆତ୍ମାର୍ପାଇ ସେ ନିଜେ ପରମେସରର୍ ସାଇଜ ନେଇ, କାଇ ପାପ୍ଦସ୍ ନ ଅଇତେ ବିରୁ ଇସାବେ ନିଜ୍କେ ପୁରାପୁରୁନ୍ ସର୍ପି ଦେଲାଆଚେ । ତାର୍ ବନିର୍ଲାଗି ବାନିଆ ରିତିନିତି କାମେଅନି ଜିତି କରି ଆମର୍ ବିବେକ୍ ସୁକଲ୍ ଅଇସି । ଆରି ଆମେ ସତଇସେ ଜିବନ୍ ରଇଲା ପରମେସରର୍ ସେବା କର୍ବା ଅଦିକାର୍ ପାଇଆଚୁ ।