9 ଜଦି ଆମେ ବୁଲ୍ କରିଆଚୁ ବଲି ପର୍ମେସର୍କେ ନ ଲୁଚାଇତେ କଇଲେ, ସେ ଆମର୍ ସବୁ ପାପ୍ କେମା କର୍ସି । ଆରି ସବୁ କାରାପ୍ କାମେଅନି ଆମ୍କେ ସୁକଲ୍ କର୍ସି ।
ଆରି ନିଜର୍ ନିଜର୍ ପାପ୍ କଲାଟା ମାନିଅଇକରି ଜଅନର୍ ଟାନେ ଜାଇ ଜର୍ଦନ୍ ଗାଡେ ଡୁବନ୍ ନେଇତେ ରଇଲାଇ ।
ସେଡ୍କିବେଲେ ଜିଉଦାଦେସର୍ କେତେକ୍ ଲକ୍ ଆରି ଜିରୁସାଲାମ୍ ରାଇଜର୍ ସବୁ ଲକ୍ମନ୍ ବାରଇକରି ଜଅନର୍ କାତା ସୁନୁ ବଲି ଆଇବାର୍ ଦାର୍ଲାଇ । ଆରି ନିଜର୍ ନିଜର୍ ପାପ୍କଲାଟା ମାନିକରି ଜର୍ଦନ୍ ଗାଡେ ତାର୍ତେଇଅନି ଡୁବନ୍ ନେଲାଇ ।
ମାତର୍ ପିତର୍ ରାଜି ନ ଅଇ କଇଲା, “ଏ ଗତିଦାଙ୍ଗ୍ଡି, ତାକେ ମୁଇ ମୁଲ୍କେ ନାଜାନି ।”
ଏ ଦରମର୍ ବାବା, ଏ ଦୁନିଆ ତମ୍କେ ନାଜାନେ, ମାତର୍ ମୁଇ ତମ୍କେ ଜାନିଆଚି । ଆରି ତମେସେ ମକେ ପାଟାଇଆଚାସ୍ ବଲି ସିସ୍ମନ୍ ଜାନିଆଚତ୍ ।
ବିସ୍ବାସିମନର୍ ବିତ୍ରେଅନି ବେସି ଲକ୍ ସବୁର୍ ମୁଆଟେ ନିଜେ କଲା କାରାପ୍ କାମ୍ ମାନ୍ଲାଇ ।
ମାତର୍ ଏବେ ସେ ତାର୍ ଦରମ୍ ଅଇଲାଟା ଦେକାଇବାକେ ସେ ସବୁ ପାପ୍, ଜନ୍ ପାପ୍ କି ଜିସୁ କୁର୍ସକାଟେ ଦାରିରଇଲା, ତେଇ ମିସାଇ ଆଚେ । ଏଟାର୍ଲାଗି ପର୍ମେସର୍ ପୁରାପୁରୁନ୍ ଦରମ୍ ଆଚେ । ଆରି ଜେତ୍କି ଲକ୍ ଜିସୁକେ ବିସ୍ବାସ୍ କର୍ବାଇ ସେ ସବୁ ଦରମ୍ ଲକ୍ ବଲି ଏଜାଇଅଇବାଇ ।
ଜନ୍ ପର୍ମେସରର୍ ଲାଗି ତମେ ତାର୍ ପଅ ଜିସୁ କିରିସ୍ଟ, ଆମର୍ ମାପ୍ରୁର୍ସଙ୍ଗ୍ ମିସିବିଡି ରଇବାକେ ବାଚିଅଇ ଆଚାସ୍, ସେ ସେନ୍ତି କର୍ସି ଆକା ବଲି ଡାଟ୍ ସଙ୍ଗ୍ ବିସ୍ବାସ୍ କଲାସ୍ନି ।
ମାପ୍ରୁକେ ବିସ୍ବାସ୍ କର୍ବା ଆଗ୍ତୁ, ତମର୍ ବିତ୍ରେ କେ କେ ଏନ୍ତାରି ଅଇରଇଲାସ୍, ମାତର୍ ପର୍ମେସର୍ ତମର୍ ପାପ୍ ସବୁ ଦଇ ଦେଲା । ଆରି ମାପ୍ରୁ ଜିସୁ କିରିସ୍ଟ ଆରି ସୁକଲ୍ ଆତ୍ମାର୍ ଲାଗି ଦରମ୍ ବଲାଇ ଅଇଆଚାସ୍ ।
କିରିସ୍ଟ ପର୍ମେସରର୍ ବାକିଅ ସଙ୍ଗ୍ ଆରି ପାନିସଙ୍ଗ୍ ଦଇକରି ମଣ୍ଡ୍ଲିକେ ସୁକଲ୍ କଲା ।
ଏଟା କଇବାଟା ପୁରାପୁରୁନ୍ ସତ୍ ଆଚେ । ଆରି ସେଟା ଅଇସି କି ନଏଁ ବଲି ନ ବାବିକରି ନାମ୍ବାର୍ ଆଚେ । ପାପିମନ୍କେ ଉଦାର୍ କର୍ବାକେ କିରିସ୍ଟ ଜିସୁ ଏ ଜଗତେ ଆଇଲା ଆରି ପାପିମନର୍ ବିତ୍ରେଅନି ମୁଇ ବଡ୍ ପାପି ।
ଏ ଜିସୁ କିରିସ୍ଟ ଆମର୍ ଲାଗି ମର୍ବାକେ ନିଜେ ସର୍ପିଅଇଲା । ପାପର୍ ବାନ୍ଦନେଅନି ମୁକ୍ଲାଇବାକେ ଆରି ତାର୍ପାଇ ସୁକଲ୍ ଲକ୍ କରାଇବାକେ ସେ ଏନ୍ତି କଲା । ସେ ଦେକ୍ବା ଇସାବେ, ଦରମ୍ କାମ୍ କର୍ବାକେ ବେସି ମନ୍ କର୍ବା ଲକ୍ ଅଇବାକେ ମିସା ।
ଆମର୍ ଜନ୍ ଆସା ଉଁ, ବଲି ମାନିଆଇଲୁନି, ତାକେ ଡାଁଟ୍ କରୁ । ଆମେ ଅଇସି କି ନଏଁ ଆଲେ, ବଲି ନ ବାବୁ । କାଇକେବଇଲେ ପର୍ମେସର୍ ଜନ୍ ସପତ୍ କଲାଆଚେ, ସେଟା ସେ କର୍ସି ଆକା ।
ତାର୍ ବିସ୍ବାସର୍ ଲାଗି ଅବ୍ରାଆମ୍ ବେସି ଡକ୍ରା ରଇଲା ମିସା ଆରି ତାର୍ ମାଇଜି ସାଆରା ବାଞ୍ଜି ରଇଲେ ମିସା, ବାବା ଅଇଲା । ପର୍ମେସର୍ କାତା ଦେଇରଇଲାଟା ସିଦ୍ କର୍ସିଆକା ବଲି ସେ ଜାନିରଇଲା ।
କାଇକେବଇଲେ, ପର୍ମେସର୍ ଅନିଆଇ ନ କରେ । ତମେ କରିରଇବା ନିକ କାମ୍ ସେ ନ ପାସ୍ରେ । ତାର୍ପାଇ ରଇବା ତମର୍ ଆଲାଦ୍ ମିସା । ସେ ଆଲାଦ୍ ତମର୍ ବିସ୍ବାସି ବାଇବଇନିକେ ସାଇଜ କଲାର୍ ପାଇ ତମେ ଦେକାଇ ଆଚାସ୍ ।
ମାତର୍ ଆମେ ସତ୍ କାମ୍ କରି ଉଜଲେ ରଇବୁ ଜେନ୍ତାରି କି ପର୍ମେସର୍ ସବୁବେଲେ ଉଜଲେଆଚେ । ସେନ୍ତାର୍ ଆଲେ ଆମେ ଗଟେକ୍ ଲକ୍ ଆରି ଗଟେକ୍ ଲକର୍ ସଙ୍ଗ୍ ମିସିବିଡି ଆଚୁ । ଆରି ପର୍ମେସରର୍ ପଅ ଜିସୁର୍ ବନି ଆମର୍ ସବୁ ପାପ୍କେ ଦଇଦେଇସି ।
ସେ ଲକ୍ମନ୍ ମସା ଜେ କି ପର୍ମେସରର୍ ଗତିଦାଙ୍ଗ୍ଡା, ତାର୍ ଗିତ୍ ଆରି ମେଣ୍ଡାପିଲାର୍ ଗିତ୍ ଗାଇତେରଇଲାଇ । ମାପ୍ରୁ ପର୍ମେସର୍ ଜେ କି ସବୁର୍ ଉପ୍ରେ ଆଚେ, ତମେ କର୍ବା କାମ୍ ବେସି ବଡ୍ ଆରି କାବାଅଇଜିବାଟା । ତୁଇ ରାଇଜ୍ମନର୍ ରାଜା । ତର୍ ବାଟ୍ ସତ୍ ଆରି ସମାନ୍ ।