୧ ମ ଜଅନ୍ 2:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ଜନ୍ ଲକ୍ମନ୍ ତାକର୍ ମିସିବିଡି ରଇବା ବିସ୍ବାସି ବାଇବଇନିମନ୍କେ ଆଲାଦ୍ କର୍ବାଇ, ସେମନ୍ ପର୍ମେସରର୍ ସୁକଲ୍ ଇସାବେ ଚଲାଚଲ୍ତି କଲାଇନି । ସେମନର୍ ଜିବନେ ବିନ୍ ଲକ୍ମନ୍କେ ପାପ୍ କରାଇବା କାଇ ବିସଇ ନାଇ । အခန်းကိုကြည့်ပါ။ |