୧ ମ ଜଅନ୍ 2:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ମାତର୍ ଜେ ମିସା ମିସିବିଡି ରଇବା ବିସ୍ବାସି ବାଇବଇନିମନ୍କେ ଗିନ୍ କଲେ, ସେ ଆନ୍ଦାରେ ଆଚେ । ସେ ବୁଲ୍ ଟିକ୍ ନାଜାନିକରି ଚଲାଚଲ୍ତି କଲାନି । ସେ କନ୍ତି ଗାଲାନି ସେଟା ନାଜାନେ । କାଇକେବଇଲେ ସେ ଆନ୍ଦାର୍ ତାର୍ ଆକିକେ କାଣା କରିଆଚେ । အခန်းကိုကြည့်ပါ။ |
କାଇକେବଇଲେ ଗଟେକ୍ ବେଲାଇ ଆମେମିସା ବକୁଆ ଲକର୍ପାରା ରଇ ପର୍ମେସରର୍ କାତା ନ ମାନିକରି, ବୁଲ୍ ବିସଇ କର୍ତେରଇଲୁ । ଆମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ବିସଇ ରଇଲା, ସେଟା ସବୁ ସାର୍ଦାସଙ୍ଗ୍ କର୍ତେରଇଲୁ । ବିନ୍ ଲକର୍ ତିପୁଲ୍ କାତା ଗୁଲାଇବାଟେ ବିଚିକରି ସେମନ୍କେ ଇଁସା କର୍ତେରଇଲୁ । ସେମନ୍ ଆମ୍କେ ଗିନ୍ କର୍ତେରଇଲାଇ, ଆମେମିସା ସେମନ୍କେ ଗିନ୍ କର୍ତେରଇଲୁ ।