12 ଏ ଆଲାଦର୍ ପିଲାମନ୍, ମୁଇ ତମ୍କେ ଲେକ୍ଲିନି । କାଇକେବଇଲେ କିରିସ୍ଟର୍ ଲାଗି ତମର୍ ପାପ୍ କେମା ଅଇଲାଆଚେ ।
ଆରି ଜିରୁସାଲମେଅନି ଆରାମ୍ କରି ସବୁ ଦେସର୍, ସବୁ ଜାତିର୍ ଲକ୍ମନ୍କେ ମର୍ ନାଉଁଦାରି ପାପ୍ କେମା କରାଇ, ମନ୍ ବଦ୍ଲାଇବାକେ କଇବାର୍ ଆଚେ ।
ଜିସୁ ସେମନର୍ ବିସ୍ବାସ୍ ଦେକି କଇଲା, “ଏ ବାବୁ, ତମର୍ ସବୁ ପାପ୍ କେମା ଅଇଗାଲାବେ ।”
ସବୁ ବବିସତ୍ବକ୍ତାମନ୍ ତାର୍ ବିସଇନେଇ, ଏ କବର୍ କଇରଇଲାଇ । ଜେ ମସିଅକେ ବିସ୍ବାସ୍ କର୍ସି, ମସିଅ କରିରଇବା କାମର୍ ଲାଗି, ପର୍ମେସର୍ ତାର୍ ପାପ୍କେମା କର୍ସି ।”
ତେବର୍ପାଇ ମର୍ ଏ ଇସ୍ରାଏଲର୍ ବାଇମନ୍, ତମେ ଏଟା ଜାନିରୁଆ । ଜିସୁ କରିରଇବା କାମେଅନି ସେ, ତମର୍ ପାପ୍ କେମା ଅଇସି ।
ସେ ଆକା ଆମ୍କେ ମୁକ୍ତି ଦେଇସି । ଗୁଲାଇ ଜଗତର୍ପାଇ ପର୍ମେସର୍ ତାକେସେ ଦେଲା ଆଚେ । ଜେ କି ଆମ୍କେ ରକିଆ କର୍ସି ।
ମାପ୍ରୁକେ ବିସ୍ବାସ୍ କର୍ବା ଆଗ୍ତୁ, ତମର୍ ବିତ୍ରେ କେ କେ ଏନ୍ତାରି ଅଇରଇଲାସ୍, ମାତର୍ ପର୍ମେସର୍ ତମର୍ ପାପ୍ ସବୁ ଦଇ ଦେଲା । ଆରି ମାପ୍ରୁ ଜିସୁ କିରିସ୍ଟ ଆରି ସୁକଲ୍ ଆତ୍ମାର୍ ଲାଗି ଦରମ୍ ବଲାଇ ଅଇଆଚାସ୍ ।
କିରିସ୍ଟ ବନି ଜରାଇ ମଲାର୍ପାଇ ଆମେ ମୁକ୍ତି ପାଇଆଚୁ ଆରି ଆମର୍ ସବୁଜାକ ପାପ୍ କେମା ଅଇଲା ଆଚେ । ପର୍ମେସର୍ ଜିବନ୍ ଦୁକାଇଲାଟା କେଡେ ବଡ୍ ବିସଇ !
ତାର୍ ବାଦୁଲେ ତମର୍ ତମର୍ ବିତ୍ରେ ମାନାମାନି ଅଇକରି ଆଲାଦ୍ ସଙ୍ଗ୍ ଦରମ୍ ଅଇ ରୁଆ । ଜେନ୍ତିକି କିରିସ୍ଟର୍ ଲାଗି ପର୍ମେସର୍ ତମ୍କେ କେମା କରିଦେଲା ଆଚେ । ତମେମନ୍ ମିସା ସେ ରକାମ୍ ନିଜର୍ ନିଜର୍ ବିତ୍ରେ କେମା କରାକରି ଉଆ ।
ତାର୍ ପଅର୍ଲାଗି ସେ ଆମ୍କେ ମୁକ୍ଲାଇକରି ଆମର୍ ସବୁ ପାପ୍ କେମା କରିଦେଲାଆଚେ ।
ଆମର୍ ସାର୍ଦା ଜେନ୍ତାର୍ ପୁରାପୁରୁନ୍ ଅଇସି, ତେବର୍ ପାଇ ଏ ସବୁ ବିସଇ ତମ୍କେ ଲେକ୍ଲୁନି ।
ମାତର୍ ଆମେ ସତ୍ କାମ୍ କରି ଉଜଲେ ରଇବୁ ଜେନ୍ତାରି କି ପର୍ମେସର୍ ସବୁବେଲେ ଉଜଲେଆଚେ । ସେନ୍ତାର୍ ଆଲେ ଆମେ ଗଟେକ୍ ଲକ୍ ଆରି ଗଟେକ୍ ଲକର୍ ସଙ୍ଗ୍ ମିସିବିଡି ଆଚୁ । ଆରି ପର୍ମେସରର୍ ପଅ ଜିସୁର୍ ବନି ଆମର୍ ସବୁ ପାପ୍କେ ଦଇଦେଇସି ।
ଜଦି ଆମେ ବୁଲ୍ କରିଆଚୁ ବଲି ପର୍ମେସର୍କେ ନ ଲୁଚାଇତେ କଇଲେ, ସେ ଆମର୍ ସବୁ ପାପ୍ କେମା କର୍ସି । ଆରି ସବୁ କାରାପ୍ କାମେଅନି ଆମ୍କେ ସୁକଲ୍ କର୍ସି ।
ଏ ମର୍ ପିଲାଟକି ପାରା ଅଇରଇବା ଲକ୍ମନ୍, ତମ୍କେ ମୁଇ ଏଟା ଲେକ୍ଲିନି । ଜେନ୍ତିକି ତମେ ପାପ୍ ନ କରାସ୍ । ମାତର୍ କେ ଜଦି ପାପ୍ କଲେ ଆମର୍ ବାବା ପର୍ମେସରର୍ ମୁଆଟେ ଟିଆଅଇରଇବା ଗଟେକ୍ ଲକ୍ ଆମର୍ ପାଇ ଗୁଆରି କଲାନି । ସେ ଅଇଲାନି ଜିସୁକିରିସ୍ଟ । ପର୍ମେସର୍ ଦେକ୍ବା ଇସାବେ ସେ ପୁରାପୁରୁନ୍ ସତ୍ଆଚେ ।
ତମେ ସତ୍ ନାଜାନାସ୍ ବଲିକରି ମୁଇ ତମ୍କେ ଲେକ୍ଲିନି, ସେନ୍ତାରି ନଏଁ । ମାତର୍ ସେଟା ତମେ ନିକ ସଙ୍ଗ୍ ଜାନାସ୍ । ଆରି ସତ୍ ସିକିଆ ସଙ୍ଗ୍ ବୁଲ୍ ସିକିଆ କେବେ ନ ମିସେ ।
ଏ ମର୍ ଆଲାଦର୍ ମଇତର୍ମନ୍, ମୁଇଁ ତମର୍ ଲଗେ କାଇମିସା ନୁଆ ଆଦେସ୍ ଲେକିନାଇ । ତମେ ଜିସୁର୍ ସଙ୍ଗ୍ ଜିବାକେ ଆରାମ୍ କଲାବେଲେଅନି, ଏ ସମାନ୍ ଆଦେସ୍ ତମେ ଜାନିଆଚାସ୍ । ସେ ପୁର୍ନା ଆଦେସ୍ ସୁନି ସାରାଇଆଚାସ୍ ।