୧ ମ ଜଅନ୍ 2:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ଏ ଆଲାଦର୍ ପିଲାଟକିମନ୍, ମୁଇ ତମ୍କେ ଲେକ୍ଲିନି । କାଇକେବଇଲେ ତମେ ବାବା ପର୍ମେସର୍କେ ଜାନିଆଚାସ୍ । ଏ ବଡ୍ ଲକ୍ମନ୍ ମୁଇ ତମ୍କେ ଲେକ୍ଲିନି । କାଇକେବଇଲେ ତମେ କିରିସ୍ଟକେ ଜାନ୍ବା ଲକ୍ ଅଇଆଚାସ୍ । କାଇଟା ତିଆର୍ ନ ଅଇବା ଆଗ୍ତୁ ସେ ରଇଲା । ଏ ଦାଙ୍ଗ୍ଡାମନ୍ ମୁଇ ତମ୍କେ ଲେକ୍ଲିନି, କାଇକେବଇଲେ ତମେ ବିସ୍ବାସେ ଡାଟ୍ ଅଇଆଚାସ୍ । ପର୍ମେସରର୍ ବାକିଅ ସବୁବେଲେ ତମର୍ ମନେ ଆଚେ । ଆରି ସବୁ ରକାମ୍ ପାପ୍ କାମ୍ କରାଇବା ସଇତାନ୍କେ ଆରାଇଆଚାସ୍ । အခန်းကိုကြည့်ပါ။ |