୧ ମ ଜଅନ୍ 2:15 - ସତିଅର୍ ବାଟ୍ ନୁଆ ନିୟମ୍ 202015 ମୁଇ ତମ୍କେ କଇଲିନି ଏ ଜଗତର୍ ଚଲାଚଲ୍ତି ଆରି ତେଇରଇବା ସବୁ କାରାପ୍ ବିସଇ ଆଲାଦ୍ କରାନାଇ । କାଇକେବଇଲେ ଏ ଜଗତର୍ କାରାପ୍ ବିସଇର୍ ଆଲାଦ୍ କରି, ବାବା ପର୍ମେସର୍କେ ମିସା ଆଲାଦ୍ କରିନାପାରେ । အခန်းကိုကြည့်ပါ။ |
କାଇକେବଇଲେ ଜନ୍ ଲକ୍ମନ୍ ଡାବୁ ଆସାକରି ଆଚତ୍, ସେ ଡାବୁ ମିଲାଇବାକେ ବିନ୍ ବିନ୍ ରକାମର୍ କାରାପ୍ ବିସଇ କର୍ବାକେ ମନ୍ କର୍ବାଇ । କେତେଲକ୍ କିରିସ୍ଟର୍ ବିସଇଟାନେ ରଇବା ସିକିଆ ବିସ୍ବାସ୍ କର୍ବାଟା ଦିରେ ଦିରେ ଚାଡିଦେଇଆଚତ୍ । କାଇକେବଇଲେ ସେମନ୍ ଡାବୁ ମନ୍କଲାଇ ଆରି ନିଜେ ବୁସିଅଇଲା ଲକ୍ପାରା ବେସି ରକାମ୍ ଦୁକ୍ କସ୍ଟେ ପଡ୍ଲାଇଆଚତ୍ ।