୧ ମ ଜଅନ୍ 2:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 ସେ କାରାପ୍ ଚଲାଚଲ୍ତି ତେଇ ଲକ୍ମନ୍ ଜାଇଟା ମନ୍ କର୍ବାଇ, ଲକ୍ମନ୍ ଦେକିକରି ଲାଲ୍ସା ଅଇବାଟା, ସବୁ ବିସଇ ରଇଲାର୍ପାଇ ବଡ୍ପନ୍ ଅଇବାଟା ଏ ସବୁ ରଇସି । ଏ ରକାମ୍ ଚଲାଚଲ୍ତି ଏ କାରାପ୍ ଜଗତର୍ ଲାଗି ଅଇଲାଆଚେ । ଆମର୍ ବାବା ପର୍ମେସର୍ ଏନ୍ତାରି କର୍ବାକେ ଆମ୍କେ ତିଆରେନାଇ । အခန်းကိုကြည့်ပါ။ |
ସେ ଦୟା କଲାକେ, କାରାପ୍ ଚଲାଚଲ୍ତି କର୍ବାଟା ଚାଡିକରି, ବିସ୍ବାସ୍ ନ କର୍ବା ଲକ୍ମନ୍ କର୍ବା ଚଲାଚଲ୍ତି ନ କରି, ସେମନ୍ ଲାଲ୍ସା ଅଇବା ବିସଇ ମନ୍ ନ କର୍ବାକେ ପର୍ମେସର୍ ଆମ୍କେ ସିକାଇଲାନି । ତାର୍ ବାଦୁଲେ ଜେତ୍କି ଦିନ୍ ଆମେ ଏ ଜଗତେ ବଁଚିଆଚୁ, ସେତ୍କି ଦିନ୍ ନିଜେ ଜାଗ୍ରତ୍ ରଇ, ଦରମ୍ ଚଲାଚଲ୍ତି କରି ତାକେ ସାର୍ଦା କରାଇବାକେ ସେ ଆମ୍କେ ବପୁ ଦେଲାନି ।
କାଇକେବଇଲେ ଗଟେକ୍ ବେଲାଇ ଆମେମିସା ବକୁଆ ଲକର୍ପାରା ରଇ ପର୍ମେସରର୍ କାତା ନ ମାନିକରି, ବୁଲ୍ ବିସଇ କର୍ତେରଇଲୁ । ଆମର୍ ପାପର୍ ଗୁନ୍ଚଲନ୍ ଇସାବେ ଜେତ୍କି ସବୁ ବିସଇ ରଇଲା, ସେଟା ସବୁ ସାର୍ଦାସଙ୍ଗ୍ କର୍ତେରଇଲୁ । ବିନ୍ ଲକର୍ ତିପୁଲ୍ କାତା ଗୁଲାଇବାଟେ ବିଚିକରି ସେମନ୍କେ ଇଁସା କର୍ତେରଇଲୁ । ସେମନ୍ ଆମ୍କେ ଗିନ୍ କର୍ତେରଇଲାଇ, ଆମେମିସା ସେମନ୍କେ ଗିନ୍ କର୍ତେରଇଲୁ ।
ତାକର୍ ପାପର୍ ଗୁନ୍ଚଲନ୍ ଇସାବେ ଚଲାଚଲ୍ତିକରି ଲାଜର ବିସଇ କର୍ବା ଲକ୍ମନ୍କେ ସେ ବେସି ବଡ୍ ଡଣ୍ଡ୍ ଦେଇସି । ତାକର୍ ଉପ୍ରେ ସାସନ୍ କର୍ବାକେ ପର୍ମେସରର୍ ଜନ୍ ଅଦିକାର୍ ଆଚେ, ସେଟା ସେମନ୍ ନିଚ୍ଲାଇନି । ଏନ୍ତାରି ମିଚ୍ ସିକାଉ ଆଁକ୍ରିଆମନ୍, ନିଜର୍ ମନ୍କେ ଆଇଲାଟା କର୍ବାକେ ଡରତ୍ ନାଇ । ସର୍ଗେ ମଇମାସଙ୍ଗ୍ ରଇବାଟାମନ୍କେ ମିସା ନିନ୍ଦା କର୍ବାଇ ।